ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ସୋମବାର ଅପରାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି ।
ସେହିପରି ଏହି ଗସ୍ତ ଅବସରରେ ୩୧ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବା ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ,୨୦।୧୨(ଅଜିତ୍‌ ବାରିକ): ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୌଦ୍ଧ ଜିଲାର ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର...

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ...

ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ମାଡ଼ିଗଲା ପିକଅପ୍‌: ଚାଲିଗଲା ଜଣଙ୍କ ଜୀବନ, ସିସିଟିଭିରେ କଏଦ ହେଲା ଦୁର୍ଘଟଣାର ଚିତ୍ର

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ଟିକେଟ୍‌ ଯାଞ୍ଚ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…

ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ...

ଭର୍ତ୍ତୃହରୀ ମହତାବଙ୍କୁ ବଡ଼ ଦାୟିତ୍ୱ ଦେବେ କେନ୍ଦ୍ର ସରକାର, ଏହି ପଦରେ…

ନୂଆଦିଲ୍ଲୀ,୨୦।୧୨: ‘ଏକ ଦେଶ, ଏକ ନିର୍ବାଚନ’ ପାଇଁ ଗଠିତ ଜେପିସି ବିଷୟରେ ବଡ ଖବର ସାମ୍ନାକୁ ଆସିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ଭର୍ତ୍ତୃହରୀ...

ଲଘୁଚାପ ବର୍ଷା: ବିଲରୁ ଧାନ ଉଠାଇବାରେ ବ୍ୟସ୍ତ ଚାଷୀ

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର...

ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।...

ଦାରିଙ୍ଗବାଡ଼ିରେ ଲଘୁଚାପର ପ୍ରଭାବ: ଝିପିଝିପି ବର୍ଷା ସହ କୋହଲା ପବନ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୦ା୧୨(ଅରୁଣ ସାହୁ): ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଗୁରୁବାର ପାଗ ମେଘୁଆ ସହ କୋହଲା ପବନ ବୋହୁଥିଲା। ବିଳମ୍ବିତ ରାତିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri