ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…

ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ଝାଡ଼ଖଣ୍ଡ ଭାଜପାର ସହପ୍ରଭାରୀ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କୁ ମୋହନ ଗତକାଲି ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ...

ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ...

ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….

ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ  ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ...

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ...

ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri