ଆସନ୍ତା ୨ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୬ା୯(ଦୁର୍ଯ୍ୟୋଧନ ପାତ୍ର)l: ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନରେ ମାଲକାନଗିରି ଜିଲାକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ସୋମବାର ଭୁବନେଶ୍ୱରରୁ ମାଲକାନଗିରି ଜିଲାକୁ ପ୍ରଥମେ ଲକ୍ଷ୍ମୀ ଯୋଜନାରେ ବସ୍‌ ଯାଇ ପହଞ୍ଚିଛି। ମାଲକାନଗିରି ଜିଲାରେ ମୋଟ ୩୬ଟି ବସ୍‌ ଏହି ଯୋଜନାରେ ଚାଲିିବାକୁ ଥିବା ବେଳେ ଯଥାଶୀଘ୍ର ସମସ୍ତ ବସ୍‌ ପହଞ୍ଚିବ ବୋଲି ଦାୟିତ୍ୱରେ ଥିବା ଇଞ୍ଜିନିୟର ବିଭୁ ପ୍ରସାଦ ତ୍ରିପାଠୀ ସୂଚନା ଦେଇଛନ୍ତି। ଜିଲାକୁ ସମସ୍ତ ୩୬ଟି ବସ୍‌ ଆସିବା ପରେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ଓଏସ୍‌ଆର୍‌ଟିସି ରାଜ୍ୟ ମୁଖ୍ୟ ଏବଂ ଜିଲାପାଳଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସରେ ଏହାର ଉଦ୍‌ଘାଟନ କରିବେ ବୋଲି ତ୍ରିପାଠୀ ସୂଚନା ଦେଇଛନ୍ତି । ତେବେ ପ୍ରଥମେ ଏହି ଯୋଜନା ମାଧ୍ୟମରେ ବସ ମାଲକାନଗିରିରେ ପହଞ୍ଚି ଥିବାରୁ ଏହାକୁ ନେଇ ଜିଲାରେ ଖୁସି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି।...

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର...

ମନରେଗା ଯୋଜନାରେ ମହାଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ଥୁଆମୂଳ ରାମପୁର,୨୭।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ଟିକ୍ରାଗୁଡା ନିକଟରେ ଏକ ପଥର ବନ୍ଧେଇ କାର୍ଯ୍ୟରେ ଅନିୟମିତତା ହୋଇଥିବା ଜଣାପଡିଛି। ମିଳିଥିବା...

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା...

ସନ୍ତରାଗଡ଼ିଆ ନୋଡାଲ ହାଇସ୍କୁଲରେ ହୀରକ ଜୟନ୍ତୀ

ପଞ୍ଚଲିଙ୍ଗେଶ୍ୱର,୨୮ା୧୨(ଲେନିନ କୁମାର ଦେ): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡ଼ିଆ ଅଞ୍ଚଳବାସୀ ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ ସକାଳ ୮ରେ ତୃତୀୟ ଶ୍ରୀକ୍ଷେତ୍ରରେ ପୂଜାର୍ଚ୍ଚନା...

କଟନିଛଟନୀ ଅଭିଯୋଗରେ ଭବାନୀପାଟଣା ସଦର ବନ୍ଦ: ଯାତାୟାତ ଠପ୍‌

ଭବାନୀପାଟଣା,୨୮।୧୨(ଉତ୍ତମ କୁମାର ଦାଶ): କଟନିଛଟନୀ ଅଭିଯୋଗରେ ଶନିବାର ଭବାନୀପାଟଣା ସଦର ବନ୍ଦ ଡାକରା ଦିଆଯାଇଛି। କଂଗ୍ରେସ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ...

ସବୁଜରୁ ହେଲା କମଳା ରଙ୍ଗ:ଉଦ୍‌ଘାଟନ ଅପେକ୍ଷାରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ

ଭଦ୍ରକ,୨୮ା୧୨(ସନାତନ ରାଉତ):ଭଦ୍ରକ ଗେଲପୁର ମୌଜାରେ ନିର୍ମାଣ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ଉଦ୍‌ଘାଟନ ଅପେକ୍ଷାରେ ରହିଛି। ପୂର୍ବ ସରକାର ସମୟରୁ ନିର୍ମାଣ ସରିଥିଲେ...

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri