ଏହି ଦିନ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ୮ତାରିଖ୍‌ରେ ସମ୍ବଲପୁର ଗସ୍ତରେ ଯାଇ ପ୍ରଥମେ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରିବେ। ପରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବେ। ଏପରିକି ଏହାର ପ୍ରଥମ କିସ୍ତି ନୂଆଁଖାଇ ଦିନ ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ଏହାଦ୍ୱାରା ଯୋଗ୍ୟ ଚାଷୀ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ପିଟିଲା ଟମାଟୋ ବୋଝେଇ ପିକ୍‌ଅପ୍‌, ୨ ଗୁରୁତର

କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ କୋକସରା ଥାନା ଡଙ୍ଗରିଗୁଡ଼ା ଆପନା ଢାବା ନିକଟରେ ଏକ ଟ୍ରକ୍‌କୁ ଜୟପୁର ପଟୁ ବଲାଙ୍ଗୀରକୁ...

ସିରିଜ୍‌ ଚୋରି: ମାର୍କେଟ୍‌ କମ୍ପ୍ଲେକ୍ସର ସିସିଟିଭି ଭାଙ୍ଗି ୪ ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ...

ଜମୁଛି ବାଲିଯାତ୍ରା: ଶୀତୁଆ ସନ୍ଧ୍ୟାରେ ମତୁଆଲା କଲା ସୁରେଶ, ସୋହିନୀଙ୍କ ଗୀତ

କଟକ, ୨୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ସପ୍ତମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ବଲିଉଡ୍‌ କଣ୍ଠଶିଳ୍ପୀ ପଦ୍ମଶ୍ରୀ...

ଭୟଙ୍କର ଦୁର୍ଘଟଣା: ବାଇକ୍‌ରେ ଯାଉଥିଲେ ୪ ଜଣ, ସମସ୍ତଙ୍କୁ ଚାପିଦେଲା ଟ୍ରକ୍‌

ଜୟପୁର,୨୨ା୧୧(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଜବାକନାଡ଼ି ନିକଟରେ ଶୁକ୍ରବାର ସକାଳେ ଟ୍ରକ୍‌ ସହ ଏକ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ...

ବନ୍ଦ ହେଲା ପାର୍ସଲ, ଲଗେଜ୍‌ ଟ୍ରାଫିକ୍‌

ଯାଜପୁର,୨୨ା୧୧(ହର୍ଷବର୍ଦ୍ଧନ ବେହେରା): ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝର ରୋଡ଼ ରେଳ ଷ୍ଟେଶନକୁ ଅଣଦେଖା କରୁଥିବା ଅଭିଯୋଗର ସତ୍ୟତା ଏବେ ବାରି ହୋଇ ପଡୁଛି। ଦୀର୍ଘବର୍ଷ ହେଲା...

ସ୍ବରକୁ ବଢ଼ାଏ ସଙ୍ଗୀତ: ରୁମିତ୍‌ ଓ୍ବାଲିଆ

ଭାରତର ଲୋକପ୍ରିୟ ଏବଂ ପରିବେଶ ସଚେତନଧର୍ମୀ ବ୍ୟାଣ୍ଡ ମଧ୍ୟରେ ‘ବିରାହ’ ଅନ୍ୟତମ। ଏହି ବ୍ୟାଣ୍ଡର ନିଜସ୍ବ ପରିବେଷଣ ଶୈଳୀ ସାରା ଦେଶରେ ସଙ୍ଗୀତପ୍ରେମୀଙ୍କୁ ଅନେକ ବର୍ଷ...

ମଣିଷ-ପ୍ରାଣୀ ସଂଘର୍ଷ ଏଡ଼ାଇବାରେ ପ୍ରୟାସରତ

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri