ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ସେଦିନ ଅପରାହ୍ନରେ ଚଣ୍ଡିଗଡ଼ଠାରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ।

ଚଣ୍ଡିଗଡ଼ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖରେ ଇଣ୍ଡିଆନ୍‌ କେମିକାଲ୍‌ସ ଆଣ୍ଡ ପେଟ୍ରୋ କେମିକାଲ୍‌ସ ସମ୍ମିଳନୀରେ ଯୋଗଦେବେ। ୧୮ ଓ ୧୯ ତାରିଖରେ ସେ ମୁମ୍ବାଇସ୍ଥିତ ହୋଟେଲ ଓବରଏରେ ୨୦୨୫ ଫେବୃୟାରୀ ୨୮ ଓ ୨୯ରେ ହେବାକୁ ଥିବା ‘ମେକ୍‌ ଇନ୍‌ ଓଡ଼ିଶା’ ପାଇଁ ଅନୁଷ୍ଠିତ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବା କାର୍ଯ୍ୟକ୍ରମ ରହିଛି। ମୁମ୍ବାଇଠାରେ ଅନୁଷ୍ଠିତ ଦୁଇଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍‌ ଶୋ’ରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ସାମିଲ ହେବେ। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ବଲିଉଡ୍‌ ନାଇଟ୍‌ ଶୋ’ ହେବ। ଏନେଇ କଟକ ଜିଲାପାଳ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ ସୋନୁ ନିଗମ, ସୁରେଶ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri