ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ମୁଖ୍ୟମନ୍ତ୍ରୀ ସଚେତନ କରିଛନ୍ତି। ଟ୍ରାଫିକ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ ବାହାରିବ। ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ। ସଡ଼କ ସୁରକ୍ଷା ମାସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri