ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏବେ ମା’ଙ୍କ ପୀଠରେ ୫୦ କୋଟି ଟଙ୍କାର କାମ ଚାଲିଛି। ମାତ୍ର ଏହା ପୀଠର ବିକାଶ ପାଇଁ ପର୍ଯ୍ୟାପ୍ତ ନୁହେଁ। ଏନେଇ ଆଉ ୫୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିବା ସହ ମା’ଙ୍କ ପୀଠକୁ ଜାତୀୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିଛନ୍ତି। ଏନେଇ କେନ୍ଦୁଝର ସହର ମଣ୍ଡୁଆସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଘଟଗାଁ, କେନ୍ଦୁଝର, ତାଙ୍କ ଗ୍ରାମ ରାଇକଳା ଓ ଝୁମ୍ପୁରାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ଲାଗି ୧୫ ବଖରା ପାଉଁଶ

ଖୋର୍ଦ୍ଧା,୨୬।୪: ଖୋର୍ଦ୍ଧା ଟାଙ୍ଗୀ ଥାନା ବିନ୍ଧାଣିଆ ଗାଁରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୫ ପରିବାରର ୧୫ ବଖରା ଘର ପୋଡି ପାଉଁଶ...

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି ହେଲା ନୋଟିସ

ଭୁବନେଶ୍ୱର,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ...

Iran Blast: ଦିନ ଦ୍ୱିପ୍ରହରରେ ଥରିଉଠିଲା ଇରାନ, ୨୦୦ରୁ ଅଧିକ ଲୋକ ଆହତ, ଜାଣନ୍ତୁ ଏହା ପଛରେ କାହାର ରହିଛି ହାତ

ଦୁବଇ,୨୬।୪: ଶନିବାର ଇରାନର ବନ୍ଦର ଆବାସ ସହରରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏଥିରେ ୨୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି Blast...

ଆମେରିକା ଉପରାଷ୍ଟ୍ରପତି JD Vance ବୁଲିଲେ ତାଜମହଲ, ଫଟୋ ଦେଖି କମେଣ୍ଟ କଲେ Musk

ଓ୍ବାଶିଂଟନ,୨୬।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପତ୍ନୀ ଉଷା ଭାନ୍ସ ଏବଂ ତିନି ପିଲାଙ୍କ ସହିତ ସମ୍ପ୍ରତି ଚାରି ଦିନିଆ ଭାରତ ଗସ୍ତରେ ଆସିଥିଲେ।...

ଛପରଫାଡିକି ଦେଲେ ଭଗବାନ୍‌ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍‌

ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ...

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨ ବରିଷ୍ଠ IPS ଅଫିସର; ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୨୬।୪: କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍‌ ଅଫିସର। ବିଏସ୍‌ଏଫ୍‌ ଆଇଜି ଭାବେ ଆଇପିଏସ୍‌ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍‌ ଅଫିସର...

ଧମକ ଦେଉ ଦେଉ ପଛକୁ ହଟିଗଲା ପାକିସ୍ତାନ! ଶହବାଜ ସରିଫ କହିଲେ ପହଲଗାମ ଆକ୍ରମଣର ଯାଞ୍ଚ ପାଇଁ PAK ପ୍ରସ୍ତୁତ

ଇସଲାମାବାଦ,୨୬।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଶନିବାର (୨୬ ଏପ୍ରିଲ) କହିଛନ୍ତି ଯେ କଶ୍ମୀରର ପହଲଗାମରେ ୨୬ ଜଣଙ୍କ ହତ୍ୟା ଘଟଣାର ଯେକୌଣସି ‘ନିରପେକ୍ଷ ଏବଂ...

Tahawwur Rana: ଚମକାଇ ଦେଉଛି ତହଉର ରାଣାଙ୍କ ବୟାନ, କହିଲେ ୨୬/୧୧ ସହ ମୋର କୌଣସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୬।୪: ୨୬/୧୧ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ଭାବରେ ଜଣାଶୁଣା ତହଉର ହୁସେନ ରାଣା ମୁମ୍ବାଇ କ୍ରାଇମବ୍ରାଞ୍ଚ ଦ୍ୱାରା ପଚରାଉଚରା ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image