ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା: ଦ୍ବିତୀୟ କିସ୍ତିରେ ଏମାନଙ୍କୁ ମିଳିବ…

ଭୁବନେଶ୍ୱର,୨୫।୧୨: ସୁଶାସନ ଦିବସ କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚରେ ମିଳିବ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା। ଦ୍ବିତୀୟ କିସ୍ତି ଟଙ୍କା ସମସ୍ତଙ୍କୁ ଏକା ସହ ଯିବ। ଜାନୁଆରୀରେ କୋଟିଏ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯିବ। ପୂର୍ବରୁ ପ୍ରଥମ କିସ୍ତିର ୩ଟି ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିସାରିଛି । ଆଉ ଜାନୁଆରୀ ମାସରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ

ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା...

ମହିଳା କାର୍ଡ ଖେଳିପାରେ ଭାଜପା

ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଭାଜପା ବିଜୟୀ ହେବା ପଛରେ ଦଳର ସାଙ୍ଗଠନିକ ବଳ ଅପେକ୍ଷା ବିଜେଡି ନେତାଙ୍କ ଅହଙ୍କାର ଓ ବିଭିନ୍ନ...

ଆଜି ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୧୩ା୧(ସୁନିତ୍‌ ମିଶ୍ର): ଫେବୃଆରୀରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଏଥିଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର ହେବ। ଏହାପରେ ହିତାଧିକାରୀମାନଙ୍କୁ...

ଶିମିଳିପାଳ ସୁରକ୍ଷାରେ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ,ଏହାର ପରାକ୍ରମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା...

ଏବେ ଶଙ୍ଖଭବନ ପାଲଟିଛି ହୋଟେଲ, ୮୦ ଟଙ୍କାରେ ମିଳୁଛି ମିଲ୍‌, ଗ୍ରାହକ କହୁଛନ୍ତି ଭିତିରି କଥା…

ଭୁବନେଶ୍ୱର,୧୩ା୧: ବିଜେଡି ପାର୍ଟି ଅଫିସ ଏବେ ଲୋକଙ୍କ ପାଇଁ ହୋଟେଲ ସାଜିଛି। ଏଠାରେ ଖାଲି ଯେ, ଦଳୀୟ କର୍ମୀ ଖାଇଥାନ୍ତି ତା’ ନୁହେଁ, ଏଠାରେ ସାଧାରଣ...

ହାତୀ ପିଠିରେ ବସି କଂସ ଦରବାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ...

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ ଆଣିଲେ ବାପା

ଦିଗପହଣ୍ଡି,୧୨ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା କଲରାପଦର ଗ୍ରାମର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ରାଜେନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ...

ବରଗଡ଼ ଧନୁଯାତ୍ରା ଓଡ଼ିଆ ଅସ୍ମିତାର ବଳିଷ୍ଠ ପରିଚୟ: ମୁଖ୍ୟମନ୍ତ୍ରୀ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ): ମଥୁରାନଗରୀ ବରଗଡ଼ର ମାଟି ଐତିହ୍ୟ ସମ୍ପନ୍ନ। ଏଠାକାର କଳା, ସାହିତ୍ୟ, ସଂସ୍କୃତି ରାଜ୍ୟକୁ ଗୌରବାନ୍ବିତ କରିଛି। ଏ ମାଟିର ଲୋକନାଟକ ଧନୁଯାତ୍ରା ସମଗ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri