ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ ହୋଇଥିବା ଲୋକଙ୍କ ଅଭିଯୋଗ ଶୁଣିବେ। ଦିନକୁ ସର୍ବାଧିକ ୧ ହଜାର ଲୋକ ପଞ୍ଜୀକରଣ କରିପାରିବେ।

ପଞ୍ଜୀକୃତ ହୋଇଥିବା ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କ ଅଭିଯୋଗ ଜଣାଇ ପାରିବେ। ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ୍‌ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ କାଗଜପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବେ। ଏହି ସମ୍ପର୍କରେ ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ:କ୍ଷୟକ୍ଷତି ଆକଳନ କଲେ ବିଧାୟକ

ପୁରୁଷୋତ୍ତମପୁର,୨୨।୧୨(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଭଲ ଧାନଫସଲ ହୋଇଥିବା ବେଳେ ଦୁଇଦିନଧରି ଚାଲିଥିବା ଲଗାଣ ବର୍ଷାରେ ଧାନ ଫସଲ ମାନ ଭଜୁଡିଯାଇଛି। ଫଳରେ...

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା...

ଆହାର ଉପରେ ପାହାର ଦେଲା ଅଦିନିଆ ବର୍ଷା, କ୍ଷେତରେ ଜଳମଗ୍ନ ହୋଇ ପଡ଼ିଥିବା ପାଚିଲା ଧାନର ସମୀକ୍ଷା କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨୨।୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି। କଟା ହୋଇଥିବା ଧାନ ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ...

ଆଖଡ଼ାଶାଳରେ ବିଧାୟକଙ୍କୁ ଜରିମାନା

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ରୁ ଆରମ୍ଭ ହେବ। ତେବେ ଅନ୍ୟବର୍ଷ ତୁଳନାରେ ଏଥର ଧନୁଯାତ୍ରା ଦୃଶ୍ୟାଭିନୟକୁ ଅଧିକ ଆକର୍ଷଣୀୟ କରିବା...

ଲଘୁଚାପ ବର୍ଷା ଉଜାଡ଼ିଦେଲା ବର୍ଷକର ଆହାର

ମହାକାଳପଡ଼ା,୨୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ବର୍ଷା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଞ୍ଚଳରେ ପାଚିଲା ଧାନ ଫସଲ ଉଜାଡ଼ି ଦେଇଛି। ଏଥିଯୋଗୁ ଉନ୍ନତ କିସମ ଧାନ...

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri