ଏହି ୨ ଦିନ ବନ୍ଦ ରହ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧।୧୧: ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ...

ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ...

ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର...

ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ...

ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା...

‘ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ…

ଭୁବନେଶ୍ୱର,୧।୧୧: କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ...

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…

ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri