ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧।୧୧: ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ଜନ୍ମ ଉତ୍ସବ ପାଳନକୁ ଆସିଲେନି ନବୀନ, କାଢ଼ି ନିଆଗଲା ଚୌକି

ଭୁବନେଶ୍ୱର,୫ା୩: ମାର୍ଚ୍ଚ ୫ ଅର୍ଥାତ୍‌ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ...

ଗର୍ଭଧାରଣର ଚିକିତ୍ସା ସମାପ୍ତି ପାଇଁ SOP ଗଠନ କରିବାକୁ ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୫ା୩: ଛଅ ମାସ ମଧ୍ୟରେ ଗର୍ଭଧାରଣର ଚିକିତ୍ସା ସମାପ୍ତି ପାଇଁ ଏକ ଅନୁସୃତ ମାନକ ବ୍ୟବସ୍ଥା(ଏସଓପି) ସୃଷ୍ଟି କରିବାକୁ ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ...

ତିନି ଦିନ ପରେ ଓଡ଼ିଶାରେ ୨-୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୫।୩: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୨-୩ ଡିଗ୍ରୀ...

ମଧ୍ୟାହ୍ନଭୋଜନ ବନ୍ଦ: ପ୍ରତିବାଦ କରି ରାଜରାସ୍ତାରେ ବସିଲେ ଛାତ୍ରୀଛାତ୍ର

ପୁରୁଷୋତ୍ତମପୁର,୫ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ଲକ ଶିକ୍ଷାଧିକାରୀ ଭାବେ...

‘ଓଡ଼ିଶାରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁବାବୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜେଡି...

ନିର୍ବାଚନ ପୂର୍ବ ପ୍ରତିଶ୍ରୁତିରୁ ଓହରିଲେ ଭାଜପା ସରକାର: ସାର୍ବଜନୀନ ହେବନାହିଁ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ

କଟକ,୫।୩: ନିର୍ବାଚନ ପୂର୍ବ ପ୍ରତିଶ୍ରୁତିରୁ ଓହରି ଯାଇ, ବର୍ତ୍ତମାନ ଭାଜପା ନେତୃତ୍ୱାଧୀନ ଓଡ଼ିଶା ସରକାର ଓଡ଼ିଶା ହାଇକୋର୍ଟକୁ ଜଣାଇଛି ଯେ ହଜିଯାଇଥିବା ରତ୍ନ ଭଣ୍ଡାର ଚାବି...

ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ, ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୩: ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଗେରୁଆ ରଙ୍ଗର ହେବ ସରକାରୀ ସ୍କୁଲ। ସରକାରୀ ଓ ପ୍ରିଏମଶ୍ରୀ...

ପୁଣି ବାରିମୂଳ ଆଶ୍ରମକୁ ଫେରିବେ Sarathi Baba! ହାଇକୋର୍ଟ କହିଲେ…

କଟକ,୫।୩: ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି Sarathi। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image