୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ସୋମବାର କେଉଁ କାରଣ ଲାଗି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ସେକଥା ଅବଗତ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର...

ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ...

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ...

ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା...

ଶିଶୁଭବନ ଅନ୍ଧାର, ଗରମରେ ଛଟପଟ ହେଲେ ଶିଶୁରୋଗୀ

କଟକ,୨୩ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଶିଶୁଭବନ ପୁରୁଣା ବିଲ୍ଡିଂରେ ଲାଇନ ନ ଥିବାରୁ କିଛି ସମୟ ଧରି ଅନ୍ଧାର ରହିଥିଲା। ଅନ୍ଧାରରେ ଶିଶୁରୋଗୀ ଓ ଅଭିଭାବକ ନାହିଁ...

ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି: ଚଳିତ ବର୍ଷ କିଣାଯିବ ଏତିକି କୁଇଣ୍ଟାଲ ଧାନ

ଭୁବନେଶ୍ୱର,୨୩।୧୦: ଖରିଫ ବିପଣନ ବର୍ଷ (ଧାନ ସଂଗ୍ରହ ବର୍ଷ), ୨୦୨୪-୨୫ ଅକ୍ଟୋବର ୧, ୨୦୨୪ ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦, ୨୦୨୫ ରେ ସମାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri