ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share