କଣ୍ଟାବାଞ୍ଜିରେ ମୁଖ୍ୟମନ୍ତ୍ରୀ ପଛରେ

କଣ୍ଟାବାଞ୍ଜି,୬।୪: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡର ଫଳାଫଳ ବିଜେଡି ନେତାଙ୍କ ମନରେ ଛନକା ପଶାଇଛି। କଣ୍ଟାବାଞ୍ଜି ବିଧାନସଭା ଆସନରେ ପଛରେ ପଡିଯାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଆସନରେ ନବୀନ ପଟ୍ଟନାୟକଙ୍କୁ ଟକ୍କର ଦେଉଛନ୍ତି ଭାଜପାର ଲକ୍ଷ୍ମଣ ବାଗ। ୫୨୧ ଖଣ୍ଡ ଭୋଟରେ ନବୀନ ପଛୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ...

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ଜାଣନ୍ତୁ କିଛି ରୋଚକ କଥା

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ...

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ...

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ

ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ...

Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ...

ଗୋଟିଏ ଡାଲାରେ ଆଳୁ-ପିଆଜକୁ ଏକାଠି ରଖୁଛନ୍ତି କି? ହୋଇପାରେ ଅଶୁଭ!

ଆପଣ ନିଜ ରୋଷେଇ ଘରେ ଆଳୁ ଓ ପିଆଜକୁ ଏକାଠି ଗୋଟିଏ ଝୁଡ଼ିରେ ରଖୁଛନ୍ତି କି? ଯଦି ହଁ, ତେବେ ଏହା ଏକ ବଡ଼ ଭୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image