ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ ହେବାରେ ଲାଗିଛି। ଯାହାକୁ ନେଇ ଶନିବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ଶାସନ ସଚିବ ପ୍ରେସମିଟ୍‌ କରିବେ। ରାଜ୍ୟରେ ଜାରି ରହିଥିବା କରୋନାର ଦ୍ୱିତୀୟ ଲହରକୁ ନେଇ ଏହି ପ୍ରେସମିଟ୍‌ କରାଯିବ ବୋଲି ସୂଚନା ରହିଛି। ଏଥିରେ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଓ ବିଏମ୍‌ସି କମିଶନର ମଧ୍ୟ ଉପସ୍ଥିତ ରହିବେ।

Share