ମୁଖ୍ୟ ନିର୍ବାଚନ କମିଶନର କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୦।୪: ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହରା ସହିତ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ରିପୋର୍ଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ଦୁଇ ଶୀର୍ଷ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବାରୁ ଏହାକୁ ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରେ ଆତଙ୍କ ସୃଷ୍ଟି ହୋଇଛି।

Share