କଟକ ବଡ଼ ମେଡିକାଲରୁ ପିଲାଚୋରି ଘଟଣା: ସୁରକ୍ଷାକର୍ମୀଙ୍କୁ ବହିଷ୍କାର

କଟକ ଅଫିସ,୨୮।୯: କଟକ ବଡ଼ ମେଡିକାଲରୁ ପିଲାଚୋରି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। କାର୍ଯ୍ୟରେ ଅବହେଳା ଦର୍ଶାଇ ମେଡିକାଲ କର୍ତ୍ତୃପକ୍ଷ ତାଙ୍କୁ ବହିଷ୍କାର
କରିଥିବା ଜଣାପଡ଼ିଛି। ଏହା ସହିତ ଆଇସିୟୁରେ ଥିବା ୪ କର୍ମଚାରୀଙ୍କୁ ନୋଟିସ କରାଯାଇଛି।

Share