ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ପୁଣି ୧୦୦ରୁ ଊର୍ଦ୍ଧ୍ୱ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୪୨୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୧୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୧ ହଜାର ୯୫୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୩, ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୦, କଟକରୁ ୯୧, ଢେଙ୍କାନାଳରୁ ୫, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତ୍‌ସିଂହପୁରରୁ ୩୨, ଯାଜପୁରରୁ ୨୯, ଝାରସୁଗୁଡ଼ାରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୭, ନୟାଗଡ଼ରୁ ୭, ନୂଆପଡ଼ାରୁ ୧, ପୁରୀରୁ ୧୭, ରାୟଗଡ଼ାରୁ ୪, ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୧୩ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୮୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ସାମୁହିକ ଦାୟିତ୍ୱ ନେଇ କାମ କରନ୍ତୁ

ଭୁବନେଶ୍ୱର,୧ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility)...

ସ୍ବାବଲମ୍ବୀ ଲକ୍ଷ୍ୟରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା

ପଞ୍ଚଲିଙ୍ଗେଶ୍ୱର,୧ା୧(ଲେଲିନ କୁମାର ଦେ): ବାଲେଶ୍ୱର ଜିଲା ଔପଦା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ସନ୍ତରାଗଡ଼ିଆ ଏବଂ ଆଖପାଖ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ବିଗତ ଦେଢ଼ବର୍ଷ...

ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ

ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ...

ନୂଆବର୍ଷରେ ନୂଆ ଉପହାର: ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌

ଭୁବନେଶ୍ୱର,୧ା୧: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩...

ନୂଆବର୍ଷରେ ଭାଜପାକୁ ନେଇ ଏମିତି କହିଲେ ମନମୋହନ

ଭୁବନେଶ୍ୱର,୧।୧: ଭାଜପାକୁ ନେଇ ଲୋକଙ୍କ ବିଶ୍ୱାସ ଭରଷା ବଢ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ଭାଜପା ଯଶସ୍ବୀ ହେବ ବୋଲି ଭାଜପା ସଭାପତି ମନମୋହନ ସାମଲ ନୂଆବର୍ଷରେ...

ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ ଗଦାଧର ପାତ୍ର, କହିଲେ ଜନଜାତି…

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ...

୨୦୨୪ରେ ରାଜଧାନୀରେ ଘଟିଛି ୬୬ ହତ୍ୟାକାଣ୍ଡ

ଭୁବନେଶ୍ୱର,୧ା୧: କମିଶନରେଟ ପୋଲିସର ବାର୍ଷିକ ଅପରାଧିକ ରିପୋର୍ଟ ବୁଧବାର ସାମ୍ନାକୁ ଆସିଛି। ୨୦୨୩ରେ ଭୁବନେଶ୍ୱର ୟୁପିଡିରେ ୧୧ ହଜାର ୯୭୫ ମାମଲା ରୁଜୁ ହୋଇଥିବାବେଳେ ୨୦୨୪ରେ...

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ତାରିଖ ସୁଦ୍ଧା ସରିବ E-KYC

ଭୁବନେଶ୍ୱର,୧ା୧: ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କଓ୍ବୋଇସିକୁ ନେଇ ନୂଆବର୍ଷରେ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri