ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର । ତେବେ ଏକଥାକୁ ବିଭିନ୍ନ ସମୟରେ ବାସ୍ତବତାର ରୂପ ଦେଇ ଶିଶୁ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ । ଯାଜପୁରରେ ଥିବା ଟାଟା ଷ୍ଟିଲ ତଥା ନିଳାଚଳ ଇସ୍ପାତର ଭେଣ୍ଡର ପାର୍ଟନର ୟୁନାଇଟେଡ ଇନ୍ଫ୍ରାକୋର୍ ଲିମିଟେଡ ବିଭାଗ ତରଫରୁ ନିଆରା ଢଙ୍ଗରେ ଶିଶୁ ଦିବସ ପାଳନ କରାଯାଇଛି। ବିଭାଗର ବହୁଜଣ ଏକାଠି ହୋଇ ଯାଜପୁରରେ ଥିବା ଅନ୍ନପୂର୍ଣ୍ଣା ଶିଶୁ ଗୃହ କନ୍ୟା ଆଶ୍ରମରେ ପହଞ୍ଚି ସେମାନଙ୍କୁ ସାହାଯ୍ୟର ହାତ ବଢ଼ାଇଛନ୍ତି । ଶିଶୁକନ୍ୟାଙ୍କୁ ବିଭିନ୍ନ ପାଠ୍ୟ ଉପକରଣ, ଅନ୍ୟାନ୍ୟ ଉପହାର ଦେବା ସହ କେକ୍ କାଟି ଶିଶୁ ଦିବସ ପାଳନ କରିଛନ୍ତି। ଏହା ସହ କନ୍ୟା ଆଶ୍ରମର ଜରୁରୀକାଳୀନ ସୁବିଧା ପାଇଁ ୫୧,୦୦୦ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ଏହା ବ୍ୟତୀତ ସେମାନଙ୍କୁ ଉତ୍ସାହିତ କରିବାକୁ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତିମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ଏବଂ ସେମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା, ଶିକ୍ଷା ସମ୍ବନ୍ଧୀୟ ତଥ୍ୟ ପଚାରି ବୁଝିବା ସହ ସେମାନଙ୍କୁ ବିଭିନ୍ନ ବିଷୟରେ ସଚେତନ କରିଥିଲେ । ତେବେ ଏହି କାର୍ଯ୍ୟକ୍ରମରେ ୟୁଆଇଏଲ୍ ବିଭାଗର ବିବେକ ଜେନ୍, ଦୀପ୍ତିରଞ୍ଜନ ସାମଲ, ହର୍ଷ ସିଂ,ଚକ୍ରଧର ବାରିକ୍, ରବିନ୍ଦ୍ର ବେହେରା, କୋରବାନ୍ ଖାନ୍ ଏବଂ ପ୍ରତାପ କେଶରୀ ମହାପାତ୍ର ଆଦି ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri