ପ୍ରତ୍ୟେକ ଜିଲାରୁ ମଗାଗଲା ପିଲାଙ୍କ ତଥ୍ୟ

ଭୁବନେଶ୍ୱର,୨୬।୧୨ (ବ୍ୟୁରୋ): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଟିକାକରଣ ଏବଂ ଗାଇଡ୍‌ଲାଇନ୍‌ ପାଳନକୁ ଗୁରୁତ୍ୱ ଦିଆଯାଉଛି। ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକାକରଣ ଓ ବୁଷ୍ଟର ଡୋଜ୍‌ ଟିକା ଦେବାପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କହିଛନ୍ତି। ତେବେ ରାଜ୍ୟରେ ଟିକା ପାଇଁ କୌଣସି ସମସ୍ୟା ହେବ ନାହିଁ। ଟିକାକରଣ ପାଇଁ ଯଥେଷ୍ଟ ମାନବ ସମ୍ବଳ ରଖାଯାଇଛି। ଆବଶ୍ୟକ ପଡିଲେ ଅଧିକ ଲୋକଙ୍କୁ ଟିକାକରଣ କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଟିକାକରଣ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ହୋଇଥିବାରୁ ସରକାର ଏଥିପ୍ରତି ଅଧିକ ଯତ୍ନବାନ ଅଛନ୍ତି। ଟିକାକରଣରେ ରାଜ୍ୟର ଭଲ ପ୍ରଦର୍ଶନ ରହିଛି। ପିଲାମାନଙ୍କ କ୍ଷେତ୍ରରେ ମଧ୍ୟ ଟାର୍ଗେଟ ଜନସଂଖ୍ୟା ଅନୁଯାୟୀ ଟିକାକରଣ କରାଯିବ। ଏଥିପାଇଁ ପ୍ରତ୍ୟେକ ଜିଲାକୁ ୧୫ରୁ ୧୮ବର୍ଷ ବୟସର ପିଲାମାନଙ୍କ ତଥ୍ୟ ମଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି...

ଭାଙ୍ଗିଲା କଲେଜ ପରିଚାଳନା କମିଟି

ଭୁବନେଶ୍ୱର,୨୪।୧୨(ସୁଚିସ୍ମିତା ସାହୁ): ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି...

ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri