ପୋଡକାଷ୍ଟରେ ଚାଇନା ବିଷୟରେ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି, ଚାଇନା କଲା ବାଃ ବାଃ…

ନୂଆଦିଲ୍ଲୀ,୧୭।୩: ଲେକ୍ସ ଫ୍ରିଡମ୍ୟାନ ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନକୁ ଚାଇନା ସକାରାତ୍ମକ ପ୍ରତିକ୍ରିୟା ଦେଇଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟ ଭାରତ-ଚାଇନା ସମ୍ପର୍କକୁ ମଜବୁତ କରିବା ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ ପ୍ରଶଂସା କରିଛି ଏବଂ ଦୁଇ ଦେଶ ମଧ୍ୟରେ ସହଯୋଗକୁ ଆହୁରି ବୃଦ୍ଧି କରିବା ବିଷୟରେ ଆଲୋଚନା କରିଛି।

ପ୍ରକୃତରେ, ପ୍ରଧାନମନ୍ତ୍ରୀ ମୋଦି ପୋଡକାଷ୍ଟ ସମୟରେ କହିଛନ୍ତି ଯେ ପ୍ରତିଯୋଗିତାକୁ ସଂଘର୍ଷରେ ପରିଣତ କରିବା ଉଚିତ୍‌ ନୁହେଁ ଏବଂ ମତଭେଦକୁ ବିବାଦରେ ପରିଣତ କରିବା ଉଚିତ୍‌ ନୁହେଁ। ଐତିହାସିକ ପ୍ରସଙ୍ଗ ଦେଇ ସେ କହିଛନ୍ତି , ଶତାବ୍ଦୀ ଧରି ଭାରତ ଏବଂ ଚାଇନା ପରସ୍ପରଠାରୁ ଶିକ୍ଷା ଲାଭ କରିଛନ୍ତି ଏବଂ ବିଶ୍ୱ କଲ୍ୟାଣରେ ଯୋଗଦାନ ଦେଇଛନ୍ତି।

ଭାରତ-ଚାଇନା ସମ୍ପର୍କ ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିବୃତ୍ତି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ଆପଣ ଐତିହାସିକ ରେକର୍ଡକୁ ଦେଖନ୍ତି, ତେବେ ଭାରତ ଏବଂ ଚାଇନା ମିଳିତ ଭାବରେ ବିଶ୍ୱ ଅର୍ଥନୀତିରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଛନ୍ତି। ଗୋଟିଏ ସମୟରେ, ବିଶ୍ୱ GDPରେ ଉଭୟ ଦେଶର ଅଂଶ ୫୦% ରୁ ଅଧିକ ଥିଲା। ଆମର ସମ୍ପର୍କ ସାଂସ୍କୃତିକ ଦୃଷ୍ଟିରୁ ମଧ୍ୟ ବହୁତ ଗଭୀର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରିବା ପଡିଲା ଭାରି: କାଙ୍ଗାଳ ହୋଇଗଲା ପାକିସ୍ତାନ!

ନୂଆଦିଲ୍ଲୀ,୧୮।୩: ୨୯ ବର୍ଷର ଦୀର୍ଘ ପ୍ରତୀକ୍ଷା ପରେ ପାକିସ୍ତାନକୁ ଏକ ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରିବାର ସୁଯୋଗ ମିଳିଥିଲା। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ନିଜେ...

ନଅ ମାସ ପରେ ମହାକାଶ ଷ୍ଟେସନରୁ ଘରକୁ ଫେରୁଛନ୍ତି ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୧୮ା୩: ମହାକାଶରେ ଦୀର୍ଘ ନଅ ମାସର ଯାତ୍ରାର ଶେଷ କରି ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର ମଙ୍ଗଳବାର ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ଆଇଏସଏସ)ରୁ ଅନଡକ୍...

ଗାଜା ଷ୍ଟ୍ରିପରେ ପୁଣି ବୋମା ବର୍ଷା କଲା ଇସ୍ରାଏଲ: ୨୦୦ରୁ ଅଧିକ ପାଲେଷ୍ଟାନୀଙ୍କ ମୃତ୍ୟୁ

ଗାଜା,୧୮।୩: ଇସ୍ରାଏଲ ପୁଣି ଥରେ ଗାଜା ଷ୍ଟ୍ରିପରେ ଏକ ବଡ଼ ଆକ୍ରମଣ କରିଛି। ମଙ୍ଗଳବାର ସକାଳେ ଇସ୍ରାଏଲୀ ବିମାନ ଆକ୍ରମଣରେ ସମଗ୍ର ଗାଜା ଷ୍ଟ୍ରିପ ଥରି...

ମୋଦି ପୂର୍ବ ଜନ୍ମରେ ଛତ୍ରପତି ଶିବାଜୀ ମହାରାଜ ଥିଲେ: ଭାଜପା ଏମ୍‌ପିଙ୍କ ମନ୍ତବ୍ୟକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୧୮।୩: ଛତ୍ରପତି ଶିବାଜୀ ମହାରାଜ ଏବଂ ମୋଗଲ ଶାସକ ଔରଙ୍ଗଜେବଙ୍କୁ ନେଇ ମହାରାଷ୍ଟ୍ରରେ ହଙ୍ଗାମା ଚାଲିଛି। ଏବେ ଜଣେ ଭାଜପା ଏମ୍‌ପି ଶିବାଜୀ ମହାରାଜଙ୍କ ବିଷୟରେ...

China Xi Jinping: ନିଜ ଦେଶରେ ବିଦ୍ରୋହର ସାମ୍ନା କରୁଛନ୍ତି ଜିନପିଙ୍ଗ: ଡ୍ରାଗନର ହଜିଲା ନିଦ

ବେଜିଂ,୧୮।୩: ଚାଇନାର ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)ରେ ସମ୍ପ୍ରତି ଅନେକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନେତୃତ୍ୱରେ ଦୁର୍ନୀତି ଦୂରୀକରଣ ଅଭିଯାନର ଅଂଶ...

ଗାଜାରେ ଇସ୍ରାଏଲର ଭୟଙ୍କର ଆକ୍ରମଣ: ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୧୮ା୩: ମଙ୍ଗଳବାର ପ୍ରତ୍ୟୁଷରେ ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପ୍ ଉପରେ ଏକ ବଡ଼ ଧରଣର ଆକ୍ରମଣ ଆରମ୍ଭ କରିଛି। ଯାହା ପ୍ରାୟ ଦୁଇ ମାସ ପୂର୍ବେ...

NEET PG 2025:ଏହି ଦିନ ହେବ NEET PG ପରୀକ୍ଷା: ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୮/୩: ମେଡିକାଲ କ୍ଷେତ୍ରରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ନ୍ୟାଶନାଲ ବୋର୍ଡ...

ପାକିସ୍ତାନରେ ଖେଳଣା ବନ୍ଧୁକ ଉପରେ ଲାଗିଲା ପ୍ରତିବନ୍ଧକ: ଜାଣନ୍ତୁ କାହିଁକି

ପେଶାୱର,୧୭।୩: ପାକିସ୍ତାନର ପେଶାୱର ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେଉଥିବାରୁ ସ୍ଥାନୀୟ ପ୍ରଶାସନ ଖେଳଣା ବନ୍ଧୁକ ଏବଂ ଫୋଟକା ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image