ସ୍ତ୍ରୀଙ୍କୁ ଛୋଟ ଛୋଟ ଖଣ୍ଡକରି କାଟି ବାଥ୍‌ରୁମ୍‌ରେ ଫ୍ଲସ୍‌ ମାରିଦେଲେ ସ୍ବାମୀ: ଜାଣନ୍ତୁ କାହିଁକି…

ବେଜିଂ, ୧୧।୮: ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ସାଧାରଣ କଥା। ଏହାର ସମାଧାନ କରି ପୁଣିଥରେ ସେମାନେ ଖୁସିରେ ଜୀବନ ବିତାଇଥାନ୍ତି। ଜଦି ଏହି ଝଗଡା ଅଣାୟତ ହୁଏ, ତେବେ ସେମାନେ ଛାଡପତ୍ର ନେଇ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନିଅନ୍ତି। ହେଲେ ଚାଇନାର ଜେଜିଆଙ୍ଗ ସହରରେ ଏକ ଦମ୍ପତିଙ୍କ ମଧ୍ୟରେ ଝଗଡ଼ାକୁ ନେଇ ଏମିତି କାଣ୍ଡ ଘଟିଛି ଶୁଣିଲେ ଲୋମ ଟାଙ୍କୁରି ଉଠିବ।
କୌଣସି କଥାକୁ ନେଇ ସୁ କୋଲି(୫୫)ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଫଳରେ ରାତିରେ ସ୍ତ୍ରୀ ନିଦରେ ଶୋଇଥିବା ବେଳେ କୋଲି ତାଙ୍କୁ ମାରି ଦେଇଥିଲେ। ଏତିକିରେ ତାଙ୍କ ମନ ବୁଝି ନ ଥିଲା। ତେଣୁ ସେ ସ୍ତ୍ରୀଙ୍କର ଛୋଟ ଛୋଟ ଖଣ୍ଡକରି କାଟି ବାଥ୍‌ରୁମ୍‌ରେ ପକାଇ ଫ୍ଲସ୍‌ ମାରିଦେଇଥିଲେ। ତେବେ ଘର ନିକଟରେ ଥିବା ସେପ୍ଟିକ୍‌ ଟାଙ୍କିରୁ ମାଂସ ଖଣ୍ଡ ବାହାରିବାରୁ ଏହି ଘଟଣା ପଦାକୁ ଆସିଥିଲା। ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ କରିଥିଲା। ପ୍ରଥମେ କୋଲି ଏହାକୁ ଅସ୍ବୀକାର କରିଥିଲେ। ମାତ୍ର ପରେ ସେ ଏହା ସ୍ବୀକାର କରିବା ସହ ସମସ୍ତ ଘଟଣା ବିଷୟରେ ପୋଲିସକୁ କହିଥିଲେ। ପ୍ରତିଦିନ ଝଗଡ଼ା କରି କରି ସେ ଥକ୍କି ଯାଇଥିଲେ। ତେଣୁ ସ୍ତ୍ରୀଙ୍କଠାରୁ ସବୁଦିନ ପାଇଁ ମୁକ୍ତି ଚାହୁଁଥିଲେ ବୋଲି କୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Trump on Sunita Williams: ପ୍ରତିଶ୍ରୁତି ଦେଇଥିଲୁ, ପୂରଣ କଲୁ: ସୁନୀତା ୱିଲିୟମ୍ସ ଫେରିବା ପରେ ଆତ୍ମବିଭୋର ହେଲେ ଟ୍ରମ୍ପ

ଫ୍ଲୋରିଡା,୧୯।୩: ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ୨୮୬ ଦିନ ପରେ ମହାକାଶରୁ ଫେରିଛନ୍ତି। ଦୁହେଁ ସ୍ପେସଏକ୍ସର ଡ୍ରାଗନ କ୍ୟାପସୁଲ ମାଧ୍ୟମରେ ଫ୍ଲୋରିଡା...

ପୃଥିବୀକୁ ଫେରି ପ୍ରଥମଥର ଏମିତି ପ୍ରତିକ୍ରିୟା ଦେଲେ ସୁନୀତା ୱିଲିୟମ୍ସ: ଭିଡିଓ ଦେଖିଲେ କହିବେ ବାଃ ବାଃ

ଫ୍ଲୋରିଡା,୧୯।୩: ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ୨୮୬ ଦିନ ପରେ ପୃଥିବୀକୁ ଫେରିଛନ୍ତି। ମହାକାଶ ଏଜେନ୍ସି ନାସାର ବୈଜ୍ଞାନିକଙ୍କ ଅନୁଯାୟୀ, ସୁନିତା ଏବଂ...

Sunita Williams Return Video: ସୁରକ୍ଷିତ ଭାବେ ପୃଥିବୀକୁ ଫେରିଲେ ସୁନୀତା ୱିଲିୟମ୍ସ: ଫ୍ଲୋରିଡା ଉପକୂଳରେ କଲେ ଅବତରଣ, ଦେଖନ୍ତୁ ଭିଡିଓ

ଫ୍ଲୋରିଡା,୧୯।୩: ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ ୱିଲ୍‌ମୋର ୯ ମାସ ପରେ ଶେଷରେ ପୃଥିବୀକୁ ଫେରିଛନ୍ତି। ଉଭୟ ମହାକାଶଚାରୀ ବୁଧବାର...

ଶ୍ରମିକଙ୍କ ଠାରୁ କମ୍‌ ଦରମା ପାଉଛନ୍ତି ପାକିସ୍ତାନୀ ଖେଳାଳି, ଚମକାଇଲା ରିପୋର୍ଟ

ଇସଲାମବାଦ,୧୮।୩: ଯେବେଠୁ ପାକିସ୍ତାନ କ୍ରିକେଟ ବୋର୍ଡ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିଛି, ସେବେଠାରୁ ଏହାର ଅବସ୍ଥା ଖରାପରୁ ଆହୁରି ଖରାପ ହୋଇଯାଇଛି। ଏଥିପାଇଁ ଖେଳାଳିଙ୍କ ଦରମା...

ସୁନୀତାଙ୍କୁ ନାସା ପକ୍ଷରୁ ମିଳିବ କେତେ ଟଙ୍କା କ୍ଷତିପୂରଣ, ଅନ୍ୟସବୁ ସୁବିଧା ବିଷୟରେ ବି ଜାଣନ୍ତୁ…

ଓ୍ବାଶିଂଟନ୍‌,୧୮।୩: ଫେରୁଛନ୍ତି ସୁନୀତା ଓ୍ବିଲିୟମ୍ସ। ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ୮ ଦିନିଆ ମିଶନରେ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ (ଆଇଏସଏସ)କୁ ଯାଇଥିଲେ,...

ଏହି ଦେଶରେ ସୁନା ଦରରେ ବିକ୍ରି ହେଉଛି କଣ୍ଡୋମ, କିଣିବାକୁ ହେଲେ ସରିଯାଉଛି ଅଧା ଦରମା

ସାରା ବିଶ୍ୱରେ କଣ୍ଡୋମ ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହା କେବଳ ଅସୁରକ୍ଷିତ ଯୌନ ସମ୍ପର୍କରୁ ରକ୍ଷା କରେ ତାହା ନୁହେଁ ବରଂ ଅନାବଶ୍ୟକ...

Sunita Williams Returns: ସମୁଦ୍ରରେ ଖସିଯିବେ ସୁନୀତା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ନାସା ମହାକାଶଚାରୀ ସୁନୀତା ୱିଲିୟମ୍ସ ପୃଥିବୀକୁ ତାଙ୍କ ପ୍ରତ୍ୟାବର୍ତ୍ତନ ଯାତ୍ରାରେ ବାହାରି ଯାଇଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ହୃଦୟସ୍ପର୍ଶୀ ଚିଠି...

କିଛି ଛାଡିଲେନି, ଚାଇନା କଲ ସେଣ୍ଟରରୁ ଲୁଟିନେଲେ ପାକିସ୍ତାନୀ

ଇସଲାମାବାଦ,୧୮।୩: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ନକଲି କଲ ସେଣ୍ଟର ଚାଲିଥିଲା। ପାକିସ୍ତାନୀ ଅଧିକାରୀମାନେ ଏହା ବିଷୟରେ ଜାଣିବାକୁ ପାଇଲେ। ଏହା ପରେ, ପାକିସ୍ତାନର ଫେଡେରାଲ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image