ପ୍ରକୃତ ମୃତ୍ୟୁ ସଂଖ୍ୟାକୁ ନେଇ ପ୍ରଶ୍ନ ଉଠାଇଲେ ଚିତ୍ତ ଷଡ଼ଙ୍ଗୀ

ନୀଳଗିରି,୫।୬(ସ୍ବ.ପ୍ର.)- ବାହାନଗା ରେଳ ଦୁର୍ଘଟଣାରେ ପ୍ରକୃତ ମୃତ୍ୟୁ ସଂଖ୍ୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତ ରଞ୍ଜନ ଷଡ଼ଙ୍ଗୀ। ମୃତ୍ୟୁସଂଖ୍ୟା ଲୁଚାଯାଉଛି ବୋଲି ସେ କହିବା ସହ ଏହି ଦୁର୍ଘଟଣାରେ ୧୦୦୦ରୁ୧୫୦୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ରେଳ ବିଭାଗ ମୃତ୍ୟୁ ସଂଖ୍ୟାକୁ ଲୁଚାଇ ଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ, ଓଡ଼ିଶାର ମୁଖ୍ୟ ଶାସନସଚିବ ଓ ବାଲେଶ୍ୱର ଜିଲାପାଳ ମୃତ ଯାତ୍ରୀଙ୍କର ଠିକ୍‌ ତଥ୍ୟ ଲୋକଲୋଚନକୁ ଆଣିବା ପାଇଁ ସେ ଏକ ପତ୍ର ଲେଖିଛନ୍ତି। ଏହା ସହ ବହୁ ଯାତ୍ରୀ ଜେନେରାଲ କମ୍ପାଟ୍‌ମେଣ୍ଟରେ ଓ ବିନା ଟିକେଟ୍‌ରେ ଥାଇ ମୃତ୍ୟୁବରଣ କରିଛନ୍ତି। କିଛି ଯାତ୍ରୀ ନିଖୋଜ ସହ କିଛି ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ମାନବିକତା ଦୃଷ୍ଟିିକୋଣରୁ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କଲେ ପ୍ରଢୃତ ମୃତ୍ୟୁ ସଂଖ୍ୟା ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ପଶି ଆସିଲା ହାତୀଛୁଆ

କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ଜଗଦଳା ଡ୍ୟାମ୍‌ ନିକଟ ରେଙ୍ଗାଳବେଡ଼ା ଗ୍ରାମ ଭିତରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହାତୀଛୁଆ ପଶି...

ଝାଡ଼ଖଣ୍ଡ ସୀମାରେ ଶିବ ଲିଙ୍ଗ ଭାଙ୍ଗିବା ଘଟଣା: ପ୍ରତିବାଦରେ ଚମ୍ପୁଆରେ ଆନ୍ଦୋଳନ

କେନ୍ଦୁଝର,୨ା୧୧: ଓଡ଼ିଶା ରାଜ୍ୟ କେନ୍ଦୁଝର ଜିଲା ଚମ୍ପୁଆ ସୀମା ଝାଡ଼ଖଣ୍ଡସ୍ଥିତ ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରାଚୀନ ଶୈବପୀଠ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗ ଭଙ୍ଗା ଘଟଣାରେ...

ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଆଜି ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା

ଜୟପୁର,୨।୧୧: ଜିଏସ୍‌ଟି ବିଭାଗର ଚଢାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ବୋଲି ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଏହାକୁ ନେଇ...

ଟ୍ରଲରକୁ ଧକ୍କା ଦେଲା ମାରୁତି ଭ୍ୟାନ୍‌: ୫ମୃତ, ୫ ଗୁରୁତର

ହେମଗିର,୨,୧୧(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ।...

ଚାଷ ଜମିରେ ପାଣି ମଡାଇବାକୁ କେନ୍ଦ୍ର କରି ସ୍ବାମୀଙ୍କୁ ହତ୍ୟା, ଅଭିଯୋଗ ଆଣିଲେ ସ୍ତ୍ରୀ

ଧରାକୋଟ,୨।୧୧: ଗାଁ କୋଠ ଜମିରେ ପାଣି ମଡା ଇବାକୁ କେନ୍ଦ୍ର କରି ଧରାକୋଟ ଥାନା ଅନ୍ତର୍ଗତ କୁସରାବ ଗ୍ରାମରେ ଘଟିଛି ଏକ ଜଙ୍ଘନ୍ୟ ହତ୍ୟାକାଣ୍ଡ ଘଟିଛି।...

ରେଳ ଧାରଣା ପାର୍‌ ହେଉଥିବାବେଳେ ମାଲଗାଡ଼ି ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ,୨ । ୧୧(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ ଚିନ୍ତା ପୋଖରୀଠାରେ ରେଳ ଧାରଣା ପାର ହେଉଥିବା ବେଳେ ଶନିବାର...

ଋଣ ଭାର ସହି ନ ପାରି ରିକ୍ସା ଚାଳକଙ୍କ ଆତ୍ମହତ୍ୟା

ଭୋଗରାଇ,୨ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଡ ଆଉସା ଗ୍ରାମର ଧରଣୀଧର ପାତ୍ର (୫୦) ନାମକ ରିକ୍ସା ଚାଳକ ଋଣ ଭାର ସହି ନ...

ବାର୍‌ହା ଶିକାରକଲା ‘ଯମୁନା’

ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି ା ଏକ ବାର୍‌ହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri