ଚିତ୍ତରଞ୍ଜନ ମୃତ୍ୟୁ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ଚିତ୍ତରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାରେ ବୁଧବାର ପୋଲିସ ଡିଜି ଅଭୟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ମୁଖ୍ୟାଳୟ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସେ ଏହି ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ଚିତ୍ତରଞ୍ଜନ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ପିଏସ୍‌ ଥିଲେ । କିଛିଦିନ ତଳେ ସନ୍ଦେହଜନକ ଭାବେ ତାଙ୍କ ମୃତଦେହ ଜବତ ହୋଇଥିଲା। ମୃତଦେହ ଜବତ ପରେ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ମଙ୍ଗଳବାର ଘଟଣାର ନିରପେକ୍ଷ ତଦନ୍ତ ସହ ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଚିତ୍ତଙ୍କ ପରିବାର ଓ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ପୁରୀ ଏସ୍‌ପିଙ୍କୁ ସାକ୍ଷାତ କରିଥିଲା । ଘଟଣାର ତଦନ୍ତ ପରିବାରକୁ ନ୍ୟାୟ ମଧ୍ୟ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରାଜ୍ୟପାଳଙ୍କୁ ଭେଟିଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୬ା୧: ସୋମବାର ରାଜଭବନ ପରିସରରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତିଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।...

ରାସ୍ତା ମଝିରେ ଗର୍ଜିଲେ ନବୀନ, ଭାଜପା କହିଲା…

ଭୁବନେଶ୍ୱର,୬।୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ...

ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ...

ଅସହାୟଙ୍କ ମୁହଁରେ ଫୁଟିଲା ହସ

ଭୁବନେଶ୍ୱର,୬।୧: ଭୁବନେଶ୍ୱରର ଚନ୍ଦକାସ୍ଥିତ ଗୋଡ଼ି ବାରିର ଚାରୋଟି ବସ୍ତିରେ ରହୁଥିବା ଅସହାୟ ଲୋକଙ୍କୁ କଟକର ଅଗ୍ରଣୀ ସାମାଜିକ ସଂଗଠନ ‘ଶ୍ରୀହରି ଫାଉଣ୍ଡେଶନ’ ପକ୍ଷରୁ ପାଖାପାଖି ଦୁଇଶହ...

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

ବର୍ଷାଙ୍କୁ ଚ୍ୟାଲେଞ୍ଜ ଦେଲେ ଅନୁଭବ, କହିଲେ ଆସ ଚ୍ୟାନେଲରେ ବସି ମୁହାଁମୁହିଁ ଆଲୋଚନା କରିବା

ଭୁବନେଶ୍ୱର,୬।୧: ଓଲିଉଡର ଚର୍ଚ୍ଚିତ ଯୋଡ଼ି ବର୍ଷା ପ୍ରିୟଦର୍ଶନୀ-ଅନୁଭବ ମହାନ୍ତି କୌଣସି ନା କୌଣସି କାରଣରୁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ପ୍ରଥମେ ଅନୁଭବ ତାଙ୍କ ଅଟୋବାୟୋଗ୍ରାଫି...

୧୫ ସୁଦ୍ଧା ଜିଲା ସଭାପତି ତାଲିକା ଘୋଷଣା କରିବ ଭାଜପା

ଭୁବନେଶ୍ୱର, ୬ା୧(ସୁନିତ୍‌ ମିଶ୍ର): ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ଆସନ୍ତା ୧୫ ତାରିଖ ଭିତରେ ସବୁ ଜିଲାର ସଭାପତି ପଦ ଘୋଷଣା...

ଏମ୍‌ପିଙ୍କ ନାଁ ନ ଥିବାରୁ ବିଧାୟକ ନାଁରେ କଳା ବୋଳିଲେ

ଭୁବନେଶ୍ୱର, ୬ା୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ରବିବାର ସହରର ୩ଟି ସ୍ଥାନରେ ଶୌଚାଳୟ ଉଦ୍‌ଘାଟିତ ହୋଇଛି। ଓ୍ବାର୍ଡ ନଂ. ୩୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri