Posted inଫୁରସତ

ସର୍କସ ଦେଖାଉଛି ମାଙ୍କଡ଼ ଛୁଆ

ର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଏକ ମାଙ୍କଡ଼ ଛୁଆ ସର୍କସ କରୁଥିବା ଦେଖିବାକୁ ମିଳୁଛି। ଦୌଡିଦୌଡି ଆସି ସେ ଏକ ଜଳାଶୟ ନିକଟରେ ନିଜର ସର୍କସ ଦେଖାଉଛି।

ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

https://twitter.com/susantananda3/status/1329713625733369857


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ଜାପାନୀ ଫର୍ମୁଲା: ଏହି ଜାଦୁଗରୀ ଅଭ୍ୟାସରେ ତୁରନ୍ତ ହ୍ରାସ ପାଇବ ଓଜନ

ବିଶ୍ୱର ସୁସ୍ଥ ଦେଶ ମାନଙ୍କ ମଧ୍ୟରେ ଜାପାନ ବହୁତ ଆଗରେ ରହିଥାଏ। ଏଠାକାର ଲୋକେ ପତଳା ହେବା ସହିତ ବହୁତ ପରିଶ୍ରମୀ ମଧ୍ୟ। ତେବେ ଆସନ୍ତୁ...

ସ୍କେଟିଂ କରୁଛି ବୁଲ୍‌ଡଗ୍‌

କିଛି ପେଟ୍‌ ଅଜବ ଟ୍ରିକ୍‌ସବୁ କରି ଭାଇରାଲ ହେଉଥିବା ସୋସିଆଲ ମିଡିଆରେ ଦେଖିଥିବେ। ସେମାନଙ୍କର ସେହି ଟ୍ରିକ୍‌ସବୁ ଦେଖି ଆଶ୍ଚର୍ଯ୍ୟ ଲାଗେ ଯେ, ଆମେ ମଣିଷ...

ମଶାଠୁ ରକ୍ଷା କରିବ କଙ୍କି ପେଣ୍ଡାଣ୍ଟ

ଏହି କଙ୍କିକୁ ଦେଖି ଇଛା ହେଉଛି କି ପିଲାଦିନେ ଯେମିତି ଲୁଚି ଲୁଚି ଧରୁଥିଲେ ସେମିତି ଧରିବାକୁ? ତେବେ ପ୍ରକୃତ କଥା ହେଉଛି ଏହା କଙ୍କି...

ମୁସଲିମ ଦେଶ ବାଂଲାଦେଶରେ ଦେହ ବେପାର ଉପରେ ନାହିଁ କୌଣସି ପ୍ରତିବନ୍ଧକ, ପ୍ରାୟ ୨ଲକ୍ଷ ମହିଳା କରୁଛନ୍ତି…

ଢାକା,୨୩।୩: ଦେହ ବେପାରକୁ ବିଶ୍ୱର ସବୁଠାରୁ ପୁରୁଣା ବୃତ୍ତି ବୋଲି କୁହାଯାଏ। ଏପରି ଏକ ବୃତ୍ତି ଯାହା କେବେ ଶେଷ ହୋଇପାରିବ ନାହିଁ। ଟଙ୍କା ପାଇଁ...

ଦରମାରେ ଗ୍ରାମଦେବୀଙ୍କ ପାଖେ ମାର୍ଜନା ହୋଇଥିଲା

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ଗ୍ରାମପଞ୍ଚାୟତର ତୁଳସୀପୁର ଗ୍ରାମରେ ଥିବା ଏକ ସାଧାରଣ କୃଷକ ପରିବାରରେ ମୋ ଜନ୍ମ। ପିଲାଟିବେଳୁ ପାଠପଢ଼ାରେ ଖୁବ୍‌ ଭଲ...

ସ୍ମରଣ ଶକ୍ତି ବଢାଇବେ କିପରି…

ସୁସ୍ଥ ରହିବା ପାଇଁ ପ୍ରୋଟିନ୍‌ ଯୁକ୍ତ ଖାଦ୍ୟ ଖାଇବା ଜରୁରୀ। ଏହି ଖାଦ୍ୟ ବ୍ୟକ୍ତିଙ୍କୁ ନୀରୋଗ ରଖିବା ସହ ଉଭୟ ମାନସିକ ଓ ଶାରୀରିକ ସ୍ତରରେ...

ଚର୍ଚ୍ଚାରେ ଡାଏମଣ୍ଡ ପ୍ଲାନେଟ୍‌, ସୌରଜଗତର ଏହି ଗ୍ରହରେ ରହିଛି ହୀରାର ଭଣ୍ଡାର

ଯେତେବେଳେ ବିଶ୍ୱର ସବୁଠାରୁ ମହଙ୍ଗା ଜିନିଷ କଥା ଆସେ, ହୀରା ନାମ ନିଶ୍ଚିତ ଭାବରେ ନିଆଯାଇଥାଏ। ବିଶେଷକରି ମହିଳାମାନେ, ସୁନାରୂପା କିଣିଥିଲେ ବି ହୀରା ହାର...

ପାଣିପାଗ ବିଶେଷଜ୍ଞ କେମିତି କରନ୍ତି ପୂର୍ବାନୁମାନ? ବର୍ଷା-ଖରା-ଶୀତ ହେବା ନେଇ କେମିତି ଜଣାପଡେ

ଆମେ ପ୍ରାୟତଃ ଖବରରେ ପଢ଼ିଥାଉ ଯେ କୌଣସି ସ୍ଥାନରେ ପ୍ରବଳ ବର୍ଷା ହେବ କିମ୍ବା ଏହି ସ୍ଥାନରେ ତୁଷାରପାତ ହେବ କିମ୍ବା ଶୀତ ଲହରୀ ଆସିବ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image