Posted inଜାତୀୟ

କମ୍ପାର୍ଟମେଣ୍ଟାଲ ପରୀକ୍ଷା ବନ୍ଦକଲା ସିଆଇଏସ୍‌ସିଇ

ନୂଆଦିଲ୍ଲୀ,୧୨ା୧୨:କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀରେ ୨୦୨୪ଠାରୁ କମ୍ପାର୍ଟମେଣ୍ଟାଲ ପରୀକ୍ଷା ହେବ ନାହିଁ। ଏହା ପରିବର୍ତ୍ତେ ପୁନଃ ମୂଲ୍ୟାୟନ ବ୍ୟବସ୍ଥା ଲାଗୁ କରାଯିବ। ଏଥିସହିତ ପୂର୍ବରୁ ପ୍ରଚଳିତ ରିଚେକିଂ ବ୍ୟବସ୍ଥା ମଧ୍ୟ ରହିବ ବୋଲି ଗତ ୭ ତାରିଖରେ ସିଆଇଏସ୍‌ସିଇ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରୁ ଜଣାପଡ଼ିଛି। ଏନେଇ ଦେଶର ସମସ୍ତ ସିଆଇଏସ୍‌ସିଇ ପରିଚାଳିତ ବିଦ୍ୟାଳୟର ପ୍ରିନ୍ସିପାଲମାନଙ୍କୁ ଜଣାଇ ଦିଆଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୨୦୨୪ ପରୀକ୍ଷାବର୍ଷ ପରଠାରୁ ପରୀକ୍ଷାଫଳ ସମ୍ପର୍କରେ ତଦାରଖ କରିବା ପ୍ରକ୍ରିୟାରେ ପରିବର୍ତ୍ତନ କରାଯିବ। ଜାତୀୟ ଶିକ୍ଷାନୀତି (ଏନ୍‌ଇପି), ୨୦୨୦ର ପ୍ରଗତିଶୀଳ ଅଗ୍ରଗତି ଲକ୍ଷ୍ୟରେ ବର୍ତ୍ତମାନର ରିଚେକିଂ ବ୍ୟବସ୍ଥା ସହ ଉତ୍ତର ଖାତା ପୁନଃ ମୂଲ୍ୟାୟନ ବ୍ୟବସ୍ଥା ଲାଗୁ କରିବାକୁ ସିଆଇଏସ୍‌ସିଇ ନିଷ୍ପତ୍ତି ନେଇଛି। ସେହିପରି ୨୦୨୪ରୁ କମ୍ପାର୍ଟମେଣ୍ଟାଲ ପରୀକ୍ଷା ଯୋଜନା ସମ୍ପୂର୍ଣ୍ଣ ବନ୍ଦ ହେବା ସହ ଛାତ୍ରୀଛାତ୍ରଙ୍କ ପାଇଁ ସର୍ବାଧିକ ଦୁଇଟି ବିଷୟରେ ଅଗ୍ରଗତି ପରୀକ୍ଷା ସୁଯୋଗ ରହିବ ବୋଲି ସିଆଇଏସ୍‌ସିଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri