ଇସ୍ରାଏଲ ବିରୋଧୀ ପୋଷ୍ଟ କରି ଚାକରି ହରାଇଲେ ମହିଳା ବ୍ୟାଙ୍କ କର୍ମଚାରୀ

ଜେରୁଜେଲମ,୨୧।୧୦: ଅକ୍ଟୋବର ୭ ସକାଳେ ଆତଙ୍କବାଦୀ ସଂଗଠନ ହମାସର ଇସ୍ରାଏଲ ଉପରେ ହଠାତ୍‌ ଆକ୍ରମଣ ପରେ ଉଭୟଙ୍କ ମଧ୍ୟରେ ବିବାଦ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଆକ୍ରମଣରେ ସାଢେ ୫ହଜାରରୁ ଅଧିକ ଲୋକ ଜୀବନ ଗଲାଣି। ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଏବେ ତୀବ୍ର ହେବାରେ ଲାଗିଛି।

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ ପୋଷ୍ଟ କରି ସିଟିଗ୍ରୁପ ଏହାର ପର୍ସନାଲ ବ୍ୟାଙ୍କର ନୋଜିମା ହୁସେନୋଭାଙ୍କୁ ହଟାଇ ଦେଇଛି। ଏହି ପୋଷ୍ଟରେ, ହିଟଲରଙ୍କ ୟିହୁଦୀମାନଙ୍କର ନରସଂହାରକୁ ଗୋଟିଏ ଦିଗରେ ସମର୍ଥନ ଥିଲା। ଗାଜାରେ ଘଟିଥିବା ଘଟଣା ପାଇଁ ଇସ୍ରାଏଲକୁ ଦାୟୀ କରୁଥିବା ଏହି ପୋଷ୍ଟ ସୋସିଆଲ ମିଡିଆରେ ବହୁ ସମାଲୋଚନାର ଶିକାର ହେଉଛି।
ହୁସେନୋଭା ସୋସିଆଲ ମିଡିଆରେ ଲେଖିଥିଲେ, ‘ଏହା ବୁଝାପଡିବ ଯେ ହିଟଲର କାହିଁକି ଏସବୁରୁ ମୁକ୍ତ ହେବାକୁ ଚାହିଁଲେ।’ ଏହି ଟୁଇଟର ଅର୍ଥ ବାହାର କରାଯାଉଛି କି ନୋଜିମା ସେ ପ୍ରସଙ୍ଗ ଉଲ୍ଲେଖ କରିଛନ୍ତି ଯେଉଁଥିରେ ହିଟଲର ୟିହୁଦି ସମାଜକୁ ବାଛି ବାଛି ମାରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେ ଏହାକୁ ଟୁଇଟ କରିବା ମାତ୍ରେ ସୋସିଆଲ ମିଡିଆରେ ସମାଲୋଚନା ଆରମ୍ଭ ହୋଇଥିଲା। ଏଥିସହିତ ଲୋକମାନେ ସିଟି ବ୍ୟାଙ୍କ ଉପରେ ନିଜର କ୍ରୋଧ ପ୍ରକାଶ କରିବାକୁ ଲାଗିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri