ରଙ୍ଗର ପର୍ବ ହୋଲି ପାଇଁ ସହର ଚଳଚଞ୍ଚଳ

ବଲାଙ୍ଗୀର ୧୫।୩(ସୁନୀଲ ମହାନ୍ତି): ଆନନ୍ଦ ଉଲ୍ଲାସ ଓ ଭାଇଚାରାର ଅନ୍ୟତମ ପର୍ବ ହୋଲି ପାଇଁ ସମଗ୍ର ବଲାଙ୍ଗୀର ସହର ଚଳ ଚଞ୍ଚଳ ହୋଇ ଉଠିଛି। ପବିତ୍ର ହୋଲି ଉସର୍ବକୁ ଧୂମଧlମରେ ପାଳନ କରୁଛନ୍ତି।  ସହର ଠାରୁ ପଲ୍ଲୀ ପର୍ଯ୍ୟନ୍ତ ଏହାର ଝଲକ ବଲାଙ୍ଗୀରରେ ଦେଖିବାକୁ ମିଳିଛି । ହୋଲି ଖେଳ ପାଇଁ ଘରକୁ ଆସୁଥିବା ସବୁ ଜାତି ଧର୍ମ ନିର୍ବିଶେଷରେ ବନ୍ଧୁ ପରିଜନଙ୍କୁ ମିଷ୍ଟାନ୍ନ ଖୁଆଇ ହୋଲି ଉତ୍ସବ ପାଳନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି...

ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ

ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି।...

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ

ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍‌ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ...

୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ

ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍‌ସି ଫଣ୍ଡ୍‌ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି...

୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ୨ ବିଶିଷ୍ଠ ବ୍ୟବସାୟୀ ଘରେ ଚାଲିଛି ଆୟକର ଚଢାଉ

ଗଜପତି,୨୧।୩(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଦୁଇ ବିଶିଷ୍ଠ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ପାରଳାଖେମୁଣ୍ଡିର ଦୁଇ...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ...

କଟକରେ ଚାଞ୍ଚଲ୍ୟ: ପୋଲିସ ପୋଷାକ ପିନ୍ଧି ମହାନଦୀକୁ ଡେଇଁ ପଡ଼ିଲେ…

କଟକ,୨୧।୩: କଟକ ମୁଣ୍ଡଳୀ ମହାନଦୀ ବ୍ରିଜ ଉପରେ ଶୁକ୍ରବାର ଜଣେ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବ୍ୟାରେଜ ଗେଟ ଉପରେ ଚଢି ଯୁବକ ଜଣକ କିଛି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image