ଗାନ୍ଧୀ ଜୟନ୍ତୀରେ ସଫେଇ କାର୍ଯ୍ୟକ୍ରମ: ସାମିଲ ହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨।୧୦(ଅରୁଣ ସାହୁ):ଆଜି ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମଦିବସ। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ଏହି ଦିବସ ପାଳନ କରାଯାଇଛି। ସେହିପରି ଦାରିଙ୍ଗବାଡି ପ୍ରଶାସନ ପକ୍ଷରୁ ମଧ୍ୟ ଦାରିଙ୍ଗବାଡି ବଜାର ମଧ୍ୟରେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ତହସିଲଦାର ଶରତ ଶବର, ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା ଙ୍କ ସମେତ ସରକାରୀ କର୍ମଚାରି ଓ ବେସରକାରୀ କର୍ମଚାରୀ ସଫେଇରେ ସାମିଲ ହୋଇଛନ୍ତି। ସେହିପରି ସେମାନଙ୍କ ମଧ୍ୟରେ ଛାତ୍ରୀଛାତ୍ରମାନେ ମଧ୍ୟ ସଫେଇରେ ସାମିଲ ହୋଇଥିଲେ ଦାରିଙ୍ଗବାଡିର ଚାରିଛକ, ସୁବିଧା କେନ୍ଦ୍ର ସମେତ ବିଭିନ୍ନ ସ୍ଥାନରେ ଏହି ସଫେଇ କରାଯିବା ସହ ଲୋକଙ୍କୁ ସଛତା ରଖିବା ପାଇଁ ନିବେଦନ କରାଯାଇଛି ସପ୍ତାହକୁ ଅତି କମରେ ୨ ଘଣ୍ଟା ସଫା କରିବାକୁ ବିଡ଼ିଓ ଲୋକଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ

ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ...

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ...

ବାଣ ଭିଡୁଥିଲାବେଳେ ବିସ୍ଫୋରଣ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ସାଲିପୁର ତଥା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନୀପୁର ଗ୍ରାମର ରବୀନ୍ଦ୍ର ଦଳାଇ ୪୮ ବର୍ଷ ସ୍ଥାନୀୟ ଗ୍ରାମର ପର୍ଶୁରାମ ବେହେରାଙ୍କ...

୧୫୫ ତମ ଗାନ୍ଧୀ ଜୟନ୍ତୀ ସମାରୋହ: ପ୍ରତିମୂର୍ତ୍ତି ଉନ୍ମୋଚନ

ବାଲେଶ୍ୱର, ୨।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ବୁଧବାର ୧୫୫ତମ ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତି ଓ ଶାସ୍ତ୍ରୀ ଜୟନ୍ତୀ...

ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ଛେଚି ପକାଇଲେ

ବୌଦ୍ଧ,୨।୧୦: ଲୁଗାପଟା ଟାଣି ଓଟାରି ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ନିସ୍ତୁକ ମାଡ଼ ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ...

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ଗାନ୍ଧୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ମଣ୍ଡପ ନିକଟରେ ଟ୍ରକ ଠିଆ...

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗଁା,୨ା୧୦(ସଂଗ୍ରାମ ପାଇକରାୟ):ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। କେତେକ ବିଦେଶୀ ପକ୍ଷୀ ଘୂରି ବୁଲୁଥିବା ବେଳେ କିଛି ପକ୍ଷୀ...

ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri