ସତ୍ୟସାଇ ସେବା ସଙ୍ଗଠନର ସଫେଇ କାର୍ଯ୍ୟକ୍ରମ

ପାଇକମାଳ,୧୩।୫(ଡି.ଏନ.ଏ.): ବରଗଡ ଜିଲା ପାଇକମାଳ ସତ୍ୟସାଇ ସେବା ସଙ୍ଗଠନ ତରଫରୁ ନୃସିଂହନାଥ ପରିସରରେ ସଫେଇ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନ ସଦସ୍ୟମାନେ କପିଳ ମୁନି ଆଶ୍ରମ ପରିସରରେ ସତ୍ୟସାଇଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପୂଜା ଆଳତି କରିଥିଲେ। ପରେ ସମସ୍ତେ କପିଳମୁନି ଆଶ୍ରମରୁ ନୃସିଂହନାଥ ମୁଖ୍ୟ ଦ୍ବାର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାଶର୍‌ବକୁ ସଫେଇ କରିଥିଲେ। ପାଇକମାଳ ସାଇର ଲକ୍ଷ୍ମଣ ସାହୁ, ପଦ୍ମପୁର ସାଇ ଆବାହକ ପବିତ୍ର ମୋହନ ରଥ, ଅଶୋକ ସାହୁ, ମୁରାରୀ ବେହେରା, ରଶ୍ମିତା ସାହୁ, ଲକ୍ଷ୍ମୀ ସାହୁ, କୁନି ସାହୁ, ମିକି ସାହୁ, ବବି ସାହୁ, ଲୋଚନା ସାହୁ ପ୍ରମୁଖ ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ନୃସିଂହନାଥ ପୀଠରେ ଗତ ୧ରୁ ୫ ତାରିଖ ଯାଏ ବୈଶାଖ ମେଳା ଚାଲିଥିଲା। ମେଳାରେ ଶହ ଶହ ଦୋକାନ ଓ ଲକ୍ଷାଧିକ ଲୋକଙ୍କ ଭିଡ଼ ଯୋଗୁ ପୀଠ ଅଳିଆ ଆବର୍ଜନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Houthi ବିଦ୍ରୋହୀଙ୍କ ଉପରେ ପୁଣି ଆମେରିକା ସେନାର ଆକ୍ରମଣ, ବୋମା ମାଡରେ ୩୮ ମୃତ, ୧୦୨ ଆହତ

ଦୁବଇ,୧୮।୪: ୟେମେନର Houthi ବିଦ୍ରୋହୀମାନେ ଦାବି କରିଛନ୍ତି ଯେ ଆମେରିକା ରାସ ଇସା ତୈଳ ବନ୍ଦର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ଅତି...

ପାକିସ୍ତାନକୁ ନାଲି ଆଖି ଦେଖାଇଲା ବାଂଲାଦେଶ! କହିଲା କ୍ଷମା ମାଗୁ ପାକିସ୍ତାନ, ଜାଣନ୍ତୁ Yunusଙ୍କ ପ୍ଲାନ

ଢାକା,୧୮।୪: ୧୯୭୧ ମସିହାର ମୁକ୍ତି ଯୁଦ୍ଧ ସମୟରେ ପାକିସ୍ତାନୀ ସେନା ଦ୍ୱାରା ବଙ୍ଗାଳୀମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ପାଇଁ ବାଂଲାଦେଶ ପାକିସ୍ତାନକୁ ଆନୁଷ୍ଠାନିକ ଭାବରେ କ୍ଷମା...

୧୦ଲକ୍ଷ ମହିଳାଙ୍କୁ ବଳାତ୍କାର, ୩୦ ଲକ୍ଷ ଲୋକଙ୍କୁ ହତ୍ୟା, Pakistan ସେନାର ଏମିତି କାଣ୍ଡ, ଯାହାକୁ ଆଜିବି ଭୁଲି ନାହିଁ ବାଂଲାଦେଶ

ଢାକା,୧୮।୪: ମହମ୍ମଦ ୟୁନୁସଙ୍କ ଶାସନରେ, ଭାରତ ସହିତ ବାଂଲାଦେଶର ସମ୍ପର୍କ ହ୍ରାସ ପାଇବାରେ ଲାଗିଛି। ଚାଲାକ ପାକିସ୍ତାନ ଏହାର ସଂପୂର୍ଣ୍ଣ ଫାଇଦା ନେବାକୁ ଚାହୁଁଛି। ସେଥିପାଇଁ...

ବିମାନ ଅପହରଣ ଉଦ୍ୟମ, ଯାତ୍ରୀଙ୍କ ଗୁଳିରେ ଦୁର୍ବୁତ୍ତ ମୃତ: ରିପୋର୍ଟ

ନୂଆଦିଲ୍ଲୀ,୧୮।୪: ନିଉ ୟର୍କ ପୋଷ୍ଟର ରିପୋର୍ଟ ଅନୁଯାୟୀ, ବେଲିଜରେ ଗୁରୁବାର ଜଣେ ଛୁରୀ ଧରିଥିବା ଆମେରିକୀୟ ନାଗରିକ ଟ୍ରପିକ ଏୟାରର ଏକ ଛୋଟ ବିମାନ ଅପହରଣ...

Elon musk Child Plan: ଲିକ ହେଲା ମସ୍କଙ୍କ ଅଧିକ ସନ୍ତାନ ଜନ୍ମ କରିବାର ପ୍ଲାନ, ଲୋକେ କହିଲେ ଗଢୁଛନ୍ତି ନିଜର ସେନା, ଜାଣନ୍ତୁ…

ଓ୍ବାଶିଂଟନ,୧୮।୪: ଏଲୋନ ମସ୍କ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି। ଟେସଲା ଏବଂ ସ୍ପେସଏକ୍ସ ଭଳି ଉଦ୍ଭାବନ ପରେ, ତାଙ୍କର ଧ୍ୟାନ ଏବେ ଅଧିକ ସନ୍ତାନ ଜନ୍ମ...

ବିଭିନ୍ନ ଦାବି ନେଇ ଗର୍ଜିଲେ କେନ୍ଦୁପତ୍ର ତୋଳାଳି

ଦେବଗଡ଼ ,୧୮।୪,(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ କେନ୍ଦୁପତ୍ର ଡିଏଫଓଙ୍କ କାର୍ଯ୍ୟାଳୟର ସମ୍ମୁଖରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଦେବଗଡ଼ ଡିଭିଜନ କମିଟି ପକ୍ଷରୁ କେନ୍ଦୁପତ୍ର ତୋଳାଳୀ...

କଟକ, ଭୁବନେଶ୍ୱର, ପୁରୀ ମଧ୍ୟରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର,୧୮।୪: ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ, କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ...

ଆନ୍ଧ୍ରପ୍ରଦେଶରୁ ଫେରୁଥିଲେ ଓଡ଼ିଶା: ବାଟରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ରୁଦ୍ର ସେଠୀ(୨୪) ଆନ୍ଧ୍ର ପ୍ରଦେଶ ସୋମପେଣ୍ଠା ସହର ନିକଟ ଜାତୀୟ ରାଜପଥରେ ସଡକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image