କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ।
ସୂଚନାଯୋଗ୍ୟ, ରବିବାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଛି।