ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହି ଜିଲାଗୁଡିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ।


Enter your email to get our daily news in your inbox.

All Right Reserved By Dharitri.Com

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ...

ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ...

ସ୍ତ୍ରୀଙ୍କୁ ପ୍ରତାରଣା କରି ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ସ୍ଵାମୀଙ୍କ ନାଁ ରେ ଏତଲା

ଦିଗପହଣ୍ଡି,୨୬।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କୁ ତାଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି...

ଆଉ ୬ ମାସ ଛୁଟିରେ ଯାଇଥାନ୍ତେ ସୁଜାତା କାର୍ତ୍ତିକେୟନ: ମୋହନ ସିଧା କହିଲେ…

ଭୁବନେଶ୍ୱର, ୨୬।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍‌କା...

ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!

ଭୁବନେଶ୍ୱର,୨୬।୧୧: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର...

ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ

ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି।...

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ

ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା...

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri