Posted inଜାତୀୟ

ରାହୁଲ ଗାନ୍ଧୀ ହିଁ ପ୍ରଧାନମନ୍ତ୍ରୀ ଚେହେରା ବୋଲି କହିଲେ ଗେହଲଟ

ଜୟପୁର, ୫।୮: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ସେ କେବଳ ରାଜସ୍ଥାନରେ ରାଜନୀତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କ ପାଇଁ ଦଳର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ହିଁ ପ୍ରଧାନମନ୍ତ୍ରୀ ପଦର ଚେହେରା। ତଥାପି ଏ ବାବଦରେ ହାଇକମାଣ୍ଡ ନିଷ୍ପତ୍ତି ନେବେ। ଏହା ସହିତ ଗେହଲଟ କହିଛନ୍ତି ଯେ, ଚଳିତ ବର୍ଷ ଶେଷରେ ହେବାକୁ ଥିବା ରାଜସ୍ଥାନ ବିଧାନସଭା ନିର୍ବାଚନ ୨୦୨୩ରେ ସେ ତାଙ୍କର କାର୍ଯ୍ୟ ଏବଂ ଶାସନ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟକୁ ଯିବେ। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗଣମାଧ୍ୟମ ସହ ବାର୍ତ୍ତାଳାପରେ ଗେହଲଟ ଏହା କହିଛନ୍ତି। ଗେହଲଟ କହିଛନ୍ତି, ମୁଁ ନିଷ୍ପତ୍ତି ନେଇଛି ଯେ ମୁଁ କେବଳ ରାଜସ୍ଥାନରେ ରାଜନୀତି କରିବି ଏବଂ ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ମୁଁ ରାଜସ୍ଥାନର ସେବା କରିବାକୁ ନିଷ୍ପତ୍ତି ନେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍‌ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ

ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ...

ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri