ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।
ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ।
ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବବିଙ୍କ ଲଲଙ୍କ ଜାମିନ ଆବେଦନ ଖାରଜ, ଆଉ ୩ ମାମଲା ରୁଜୁ

ଯାଜପୁର/ଯାଜପୁର ଟାଉନ(ହର୍ଷବର୍ଦ୍ଧନ ବେହେରା/ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି),୨୫ା୧୧: ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ)ଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତାଙ୍କ ବିରୋଧରେ...

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ...

ଦୁର୍ଗମ ଜଙ୍ଗଲରେ ହେଉଥିଲା ଗଞ୍ଜେଇ ଚାଷ, ନଷ୍ଟ କଲା ପୋଲିସ, ଅବକାରୀ ଟିମ

ଦିଗପହଣ୍ଡି/ପାଟପୁର,୨୫।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର,କନ୍ଧ ଜକର ଏବଂ ବୋରେଇ ପାହାଡ ଗ୍ରାମ ସଂଲଗ୍ନ ଦୁର୍ଗମ ଜଙ୍ଗଲରେ...

ବ୍ରିଟିଶ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡିଲା ପିକଅପ୍‌ ଭ୍ୟାନ: ୨୫ ଆହତ, ଜଣେ ମୃତ

ପଟ୍ଟାଙ୍ଗି,୨୫।୧୧(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟକୁ ଦାଦନ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨୫ ଜଣ ଆହତ ହୋଇଥିବା...

ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା...

ଦେଶୀ ବନ୍ଧୁକ ବେପାର ଠାବ: ବରଗଡ଼ରୁ ବିହାରକୁ ଲମ୍ବିଛି ଚେର, ୫ ଗିରଫ

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଦେଶୀ ବନ୍ଧୁକ ବେପାର ଠାବ କରିଛି। ପୋଲିସ ଏହି ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ...

ଅଟୋକୁ ପଛ ପଟୁ ଧକ୍କା ଦେଲା ବିଧାୟକଙ୍କ କାର୍‌

ନିରାକାରପୁର,୨୫।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରିଆ ଛକ ନିକଟରେ ସୋମବାର ଏକ ଅଟୋ...

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri