Posted inରାଜ୍ୟ

Video: ନିର୍ବାଚନ ପୂର୍ବରୁ ନୂଆ ରୂପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲୋକଙ୍କୁ କଲ୍ କରି ବିଭିନ୍ନ କାର୍ଯ୍ୟର କରୁଛନ୍ତି ସମୀକ୍ଷା

ଭୁବନେଶ୍ୱର, ୫।୪: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ନୂଆ ରୂପରେ ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବାର ପ୍ରାୟ ଏକ ବର୍ଷ ପୂର୍ବରୁ ରାଜ୍ୟ ସରକାର ସମସ୍ତ ଜିଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ପାଇଁ ପାଣ୍ଠି ଘୋଷଣା କରିବା ସହ ସ୍ଥାନୀୟ କାମ ପାଇଁ ମଧ୍ୟ ଟଙ୍କା ଆବଣ୍ଟନ କରିଛନ୍ତି। ଯେଉଁ କାର୍ଯ୍ୟର ଅଗ୍ରଗତି ଏବେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି।

କରୋନା ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ଯାହା ଦ୍ୱାରା ଲୋକମାନଙ୍କର ଅଭିଯୋଗ ଶୁଣାଣି ହୋଇ ପରି ନ ଥିଲା। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ବର୍ତ୍ତମାନ ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମସ୍ତ ଜିଲା ଗସ୍ତ କରି ଲୋକ ମାନଙ୍କର ଅଭିଯୋଗ ପତ୍ର ଆଣି ପରେ ପାଣ୍ଠି ଘୋଷଣା କରିଥିଲେ।

ଏବେ ମୁଖ୍ୟମନ୍ତ୍ରୀ ଏହି ସବୁ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ତେବେ ଲୋକମାନଙ୍କୁ ସିଧାସଳଖ ଫୋନ୍ କଲ୍ କରି ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବା ପ୍ରଥମ ଥର ଦେଖିବାକୁ ମିଳୁଛି। ଯାହା ସାଧାରଣ ଲୋକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ...

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି।...

କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର...

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ...

ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା

ରାଜ୍ୟ,୧୫।୪: ଟୁଇନ୍‌ ସିଟିରେ କଳାହାଣ୍ଡିଆ ବର୍ଷା। କାଳବୈଶାଖୀ ରଚିଲା ତାଣ୍ଡବ। ଭୁବନେଶ୍ବର ଓ କଟକରେ ବର୍ଷା ସାଙ୍ଗକୁ ପବନ ହୋଇଛି। ସକାଳୁ ଖରା ପରେ ଅପରାହ୍ନ...

ଦେବୀ, ଧ୍ରୁବ ତୁ ତୁ ମେଁ ମେଁ

ଭୁବନେଶ୍ୱର,୧୫।୪: କେନ୍ଦ୍ରାପଡ଼ା ଜିଲା ବିଜେଡି ସଭାପତି ନିର୍ବାଚନକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ହୋଇଛି। ବିଧାୟକ ଧ୍ରୁବ ସାହୁ ଓ ଦେବୀ ମିଶ୍ରଙ୍କ ମଧ୍ୟରେ ତୁ ତୁ...

US-China Tariff War: ଟାରିଫ୍‌ ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଝଟ୍‌କା ଦେଲା ଚାଇନା

ବେଜିଂ,୧୫।୪: ଏବେ ଆମେରିକା ଏବଂ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟାରିଫ୍‌ ଓ୍ବାର୍‌ କବଳରେ ବିମାନ ଚଳାଚଳ କ୍ଷେତ୍ର ମଧ୍ୟ ପଡ଼ିଯାଇଛି। ଆମେରିକୀୟ କମ୍ପାନୀ ବୋଇଂଠାରୁ...

ଟ୍ରମ୍ପଙ୍କ ଟାରିଫ୍ ଭୟ: ରାତିଦିନ ଏକ କରି ଚାର୍ଟାର୍ଡ ବିମାନରେ ଭାରତରୁ ୬୦୦ ଟନ୍ iPhone ନେଇଗଲା Apple

ନୂଆଦିଲ୍ଲୀ,୧୫।୪: ଟେକ୍ ଜାଏଣ୍ଟ ଆପଲ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ମାଡ଼ରୁ ବର୍ତ୍ତିବା ପାଇଁ ରାତିଦିନ ଏକ କରି ଭାରତରୁ ୬ ଚାଟାର୍ଡ କାର୍ଗୋ ବିମାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image