କରୋନାରେ ପ୍ରାଣ ହରାଇଥିଲେ ୨ ସାମ୍ବାଦିକ: ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ଘୋଷଣା କରିଛନ୍ତି। ଉଭୟ ସାମ୍ବାଦିକଙ୍କ ପରିବାର ପିଛା ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି। ଗଞ୍ଜାମର ଦିବଙ୍ଗତ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ ଓ ଗଜପତିର କେ.ସିଏଚ୍‌ ରତ୍ନମ୍‌ଙ୍କ ପରିବାରକୁ ଏହି ରାଶି ଦିଆଯାଇଥିବା ନେଇ ସୂଚନା ମିଳିଛି।

Share