ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି।

ଆଜି ପୁରୀରେ ତାଙ୍କର ଶେଷକୃତ୍ୟ କରାଯିବ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Share