ଶସ୍ତା ହେଲା ସିଏନଜି, କିଲୋଗ୍ରାମ ପିଛା ୨.୫୦ ଟଙ୍କା ହ୍ରାସ

ନୂଆଦିଲ୍ଲୀ,୬ା୩: ଶସ୍ତା ହେଲା ସିଏନଜି ଦର। ଗୁରୁବାର ଠାରୁ ୨.୫୦ ଟଙ୍କା କମ୍ ମୂଲ୍ୟରେ ସିନେଜ ବିକ୍ରି ହେବାକୁ ଯାଉଛି। ମାର୍ଚ୍ଚ ୭, ୨୦୨୪ ରୁ ଦିଲ୍ଲୀରେ ସିଏନଜିର ମୂଲ୍ୟ ୨.୫୦ ଟଙ୍କା ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ନୋଏଡା, ଗ୍ରେଟର ନୋଏଡା ଏବଂ ଗାଜିଆବାଦରେ ସିଏନଜି ମୂଲ୍ୟ ମଧ୍ୟ ୨.୫୦ ଟଙ୍କା ହ୍ରାସ କରାଯାଇଛି।

ଦିଲ୍ଲୀ ଏନସିଆରର ସିଟି ଗ୍ୟାସ କମ୍ପାନୀ ଇନ୍ଦ୍ରପ୍ରଥା ଗ୍ୟାସ ଲିମିଟେଡ ସିଏନଜିର ମୂଲ୍ୟ ସମୀକ୍ଷା କରି ମୂଲ୍ୟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ ଦିଲ୍ଲୀରେ ସିଏନଜି ୭୬.୫୯ ଟଙ୍କା କିଲୋଗ୍ରାମରେ ଉପଲବ୍ଧ ଥିଲା, ବର୍ତ୍ତମାନ ଏହା କିଲୋଗ୍ରାମ ୭୪.୦୯ ଟଙ୍କା ରେ ଉପଲବ୍ଧ ମିଳିବ। ନୋଏଡା, ଗ୍ରେଟର ନୋଏଡା ଏବଂ ଗାଜିଆବାଦରେ ପୂର୍ବରୁ ୱେଇଏନଜି କିଲୋଗ୍ରାମରେ ୮୧.୨୦ ଟଙ୍କା ଉପଲବ୍ଧ ଥିଲା, ଯାହା ବର୍ତ୍ତମାନ କିଲୋଗ୍ରାମ ୭୮.୭୦ ଟଙ୍କା ରେ ଉପଲବ୍ଧ ହେବ।

ଗୁରୁଗ୍ରାମରେ ମଧ୍ୟ ସିଏନଜି ମୂଲ୍ୟ ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗୁରୁଗ୍ରାମରେ ସିଏନଜି ମୂଲ୍ୟ କିଲୋଗ୍ରାମ ପିଛା ୮୨.୬୨ ରୁ ୮୦.୧୨ ଟଙ୍କାକୁ ହ୍ରାସ ପାଇଛି। ରେୱାରୀରେ, ସିଏନଜି କିଲୋଗ୍ରାମରେ ୮୧.୨୦ ଟଙ୍କା ବଦଳରେ ୭୮.୭୦ ଟଙ୍କା ଉପଲବ୍ଧ ହେବ। କର୍ଣ୍ଣଲ ଏବଂ କୌଥଲରେ ଏହାର ମୂଲ୍ୟ କିଲୋଗ୍ରାମ ପିଛା ୮୨.୯୩ ରୁ ୮୦.୪୩ ଟଙ୍କାକୁ ଖସି ଆସିଛି। ମାର୍ଚ୍ଚ ୭, ୨୦୨୪ ରେ ସକାଳ ୬ ଟାରୁ ମୂଲ୍ୟ ହ୍ରାସ ହେବ ବୋଲି ବିବେଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri