ଉପକୂଳ ମିଳିତ ସମରାଭ୍ୟାସ ଆରମ୍ଭ

ପାରାଦୀପ,୧।୧୨(ସ୍ବ.ପ୍ର.): ଓଡ଼ିଶାର ଉପକୂଳ ଅଞ୍ଚଳରେ ମଙ୍ଗଳବାର ଦୁଇ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହି ୨୩ ତମ ସମରାଭ୍ୟାସର ନାମ ସାଗର କବଚ ୨୦୨୧ ରହିଛି। ଏଥିରେ ଓଡ଼ିଶା ପୋଲିସ, ନୌସେନା, କୋ ଷ୍ଟଗାର୍ଡ, କଷ୍ଟମ୍ସ, ସିଆଇଏସ୍‌ଏଫ୍‌, ମତ୍ସ୍ୟ ବିଭାଗ, ଇମିଗ୍ରେଶନ, ମେରାଇନ ପୋଲିସ, ସମେତ ୧୮ ବିଭାଗ ସାମିଲ ଅଛନ୍ତି। ପ୍ରତ୍ୟେକ ବିଭାଗ ନିଜ ନିଜ ସୀମାରେ ସତର୍କ ରହି ତଥାକଥିତ ଛଦ୍ମ ଆତଙ୍କବାଦୀଙ୍କୁ ଠାବ କରିବା ହେଉଛି ସମରାଭ୍ୟାସର ଉଦ୍ଦେଶ୍ୟ ବୋଲି ଜଣେ ଅଧିକାରୀ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ଦୁନିଆକୁ ଜାଣିବା ପୂର୍ବରୁ ଲିଭିଗଲା ଜୀବନ ଦୀପ

କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍‌କୁ ହାଇୱା ଧକ୍କା ଦେବା ଫଳରେ ଏଭଳି...

ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ: ମନ୍ଦିର-ଚର୍ଚ୍ଚରେ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ,...

ଜିରୋ ନାଇଟ ସେଲିବ୍ରେଶନ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

ବଲାଙ୍ଗୀର, ୧।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀନଗରପଡାରେ ଜିରୋ ନାଇଟ ସେଲିବ୍ରେଶନ ସମୟରେ ଖଣ୍ଡାରେ ଆକ୍ରମଣ ହୋଇଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।...

ଓଡ଼ିଶ ଫେରିଲା ଜିନତ୍‌ : ମଧ୍ୟ ରାତିରେ ଆସିଲା

ବାରିପଦା,୧।୧: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍‌ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ...

ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ...

ନବବର୍ଷ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ…

ଭୁବନେଶ୍ୱର,୧।୧: ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ...

ଚାଷୀଙ୍କ ଧାରଣାକୁ ପ୍ରଶାସନର ଅଣଦେଖା

ବରଗଡ଼,୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ଜିଲାର ବିଭିନ୍ନ ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି। କିନ୍ତୁ ଉକ୍ତ ଧାନକୁ...

୨୦୦ ଆପରାଧିକ ମାମଲା, ୧୬୦ ସରକାରୀ ବାବୁ ଗିରଫ

ଭୁବନେଶ୍ୱର,୧ା୧(ସତ୍ୟଜିତ୍‌ ରାଉତ):ସରକାରୀ ଅର୍ଥ ଆତ୍ମସାତ୍‌ ହେଉ କିମ୍ବା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ଲାଞ୍ଚ ମାମଲା। ଦୁର୍ନୀତିଗ୍ରସ୍ତ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri