ରାତିରେ ଖସୁଛି ପାରଦ, ଜି ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି, ୨୧।୧୨(ଶିଶିର ପଟ୍ଟନାୟକ ) ରାଜ୍ୟରେ ଦିନକୁ ଦିନ ଶୀତ ବୃଦ୍ଧି ପାଇବାରେ ଲାଗିଛି। ଜି ଉଦୟଗିରି ଲଗାତାର ଭାବେ ରାଜ୍ୟର ସବୁଠାରୁ ଥଣ୍ଡା ସହର ହୋଇଛି । ଗୁରୁବାର ସକାଳ ୮ ଘଣ୍ଟା ସୁଦ୍ଧା ଜି ଉଦୟଗିରି ସହରର ସର୍ବନିମ୍ନ ତାପମାତ୍ରା ୪ ଗିଗ୍ରୀ ସେଲସିୟସ ରହିଛି। ଏସମ୍ପର୍କରେ ଜି ଉଦୟଗିରି କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ମିଳିଛ। ପ୍ରବଳ ଥଣ୍ଡା ଲାଗି ରହିବା ଫଳରେ ଛୋଟ ପିଲାମାନେ ଥଣ୍ଡା ଜ୍ବରରେ ଆକ୍ରାନ୍ତ ହେବା ସହ ବୃଦ୍ଧ ବୃଦ୍ଧାମାନେ ଭୀଷଣ ଥଣ୍ଡା ଯୋଗୁ ଅଧିକ ପ୍ରଭାବିତ ହେଉଛନ୍ତି । ଦିନ ୧୦ଟା ସୁଦ୍ଧା ଘରୁ ବାହାରକୁ ବାହାରିବା କଷ୍ଟକର ହୋଇ ପଡୁଛି । ସର୍ବାଧିକ ତାପମାତ୍ରା ୨୩.୬ଡିଗ୍ରୀ ରହୁଥିବା ଓ କୋହଲା ପବନ ବୋହୁଥିବା ଯୋଗୁ ଦିନବେଳେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହେଉଛି । ଆଜି ମଧ୍ୟ ସ୍ଥାନେ ସ୍ଥାନେ ତୁଷାର ପାତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼...

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ...

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ...

ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର...

ଦୀଘା-ତାଳସାରୀରେ ୧୦ ଫୁଟ ଉଚ୍ଚ ଜୁଆର: କୂଳବାସୀ ଭୟଭୀତ

ଭୋଗରାଇ,୧୯।୧୦( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସାମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଆଶଙ୍କାରେ। ଏଭଳି ସ୍ଥିତିରେ ପୂର୍ଣ୍ଣିମା ସାଙ୍ଗକୁ ଲଘୁଚାପ ଘୁର୍ଣ୍ଣିବଳୟ...

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ: ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଯାଇଛି ଇଣ୍ଡିଆ କେମ୍‌ ୨୦୨୪। ଏଥିରେ...

ଓଏଏସ୍‌ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍‌ ଟେନ୍‌ରେ ଅଛନ୍ତି…

ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ।  ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍‌ ୬୮୩ ଜଣ...

ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…

ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର):  ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri