Video: ଶୀତର ଆଗମନରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି

ଶୀତର ଆଗମନରେ ଏବେ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର। ଥଣ୍ଡାଥଣ୍ଡା ପାଗରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟନ କ୍ଷେତ୍ର ମୁହାଁ ହେଲେଣି ପର୍ଯ୍ୟଟକ । ଯାହାକୁ ଦୃଷ୍ଟିରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି । ଶୀତର ମଜା ନେବା ପାଇଁ ଦଶହରା ପୂଜା ଛୁଟି ଠାରୁ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଆଗମନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ...

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ...

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ...

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି।...

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ...

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ...

କୃଷକଙ୍କ ଉନ୍ନତି ହେଲେ ଦେଶର ହେବ ଉନ୍ନତି

ଛତ୍ରପୁର,୨୨।୧୧(ଦିଲ୍ଲୀପ ସାମଲ): ରାଜ୍ୟ ସରକାର କୃଷି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ କୃଷକ୍‌ମାନଙ୍କୁ ବିଭିନ୍ନ ପ୍ରୋତ୍ସାହନ ଯୋଗାଇଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି ଅବସରରେ...

ଭାରସାମ୍ୟ ହରାଇ ବସ୍‌କୁ ଧକ୍କା ଦେଲା ବାଇକ୍‌, ଦୁଇ ଗୁରୁତର

ପାଟଣା,୨୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥର ମଙ୍ଗଳପୁର ପୋଲ ନିକଟରେ ଶୁକ୍ରବାର ଭୁବନେଶ୍ୱରରୁ ଆସୁଥିବା ପୁଜାରାଣୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri