Video: ଶୀତର ଆଗମନରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି

ଶୀତର ଆଗମନରେ ଏବେ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର। ଥଣ୍ଡାଥଣ୍ଡା ପାଗରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟନ କ୍ଷେତ୍ର ମୁହାଁ ହେଲେଣି ପର୍ଯ୍ୟଟକ । ଯାହାକୁ ଦୃଷ୍ଟିରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି । ଶୀତର ମଜା ନେବା ପାଇଁ ଦଶହରା ପୂଜା ଛୁଟି ଠାରୁ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଆଗମନ ହୋଇଛି।

Share