ଭୁଶୁଡିଲା ପୋଲ ୪୦ ବର୍ଷର ପୋଲ: ବାହ୍ୟଜଗତରୁ ବିଛିନ୍ନ ୨୫ ଗାଁ

ବାଲେଶ୍ୱର ଅଫିସ, ୬।୮: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ବେଗୁନିଆ ଅଞ୍ଚଳରେ ଲଗାଣ ବର୍ଷାରେ ପୋଲ ଭୁଶୁଡ଼ି ପଡ଼ିଛି । ୪୦ ବର୍ଷର ପୁରୁଣା ପୋଲ ଭୁଶୁଡି ପଡିଥିବାବେଳେ ୨୫ ଖଣ୍ଡ ଗାଁର ଯାତାୟତ ବାଧାପ୍ରାପ୍ତ ହୋଇଛି । ସୋନ ନଦୀର ଶାଖା ଯୋଡ଼ ଉପରେ ପ୍ରସ୍ତୁତ ହୋଇଥିବା ଏହି ପୋଲ ଭୁଶୁଡିବାପରେ ନାହିଁ ନ ଥିବା ସମସ୍ୟା ଉପୁଜୁଛି।
ଖବରପାଇ ସ୍ଥାନୀୟ ବିଧାୟକ ସୁକାନ୍ତ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଶୀଘ୍ର ଉକ୍ତ ପୋଲର ଡିପିଆର ପ୍ରସ୍ତୁତି କରି ନିର୍ମାଣ କରାବା ପାଇଁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri