ଭାଙ୍ଗିଲା ନିର୍ମାଣାଧୀନ ତୋରଣ

ଭୁବନେଶ୍ୱର,୩୦।୯ (ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅନ୍ତର୍ଗତ ଟଙ୍କପାଣିରୋଡ୍‌ସ୍ଥିତ ବ୍ରହ୍ମେଶ୍ୱର ଦୁର୍ଗାପୂଜା କମିଟି ପକ୍ଷରୁ ନିର୍ମାଣ କରାଯାଉଥିବା ଲାଇଟ୍‌ ତୋରଣ ଗୁରୁବାର ହୋଇଥିବା ବର୍ଷା ଓ ପବନରେ ଭାଙ୍ଗି ପଡିଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ଗାଡିମୋଟର ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଗୁରୁବାର ଅପରାହ୍ନ ପ୍ରାୟ ୧ଟାଏ ୩୦ରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ହୋଇଥିଲା। ଫଳରେ ବାଉଁଶରେ ପ୍ରସ୍ତୁତ ହୋଇଥିବା ତୋରଣଟି ଭାଙ୍ଗି ପଡ଼ି ରାସ୍ତାରେ ପଡ଼ି ରହିଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ରାସ୍ତାରେ ପଡ଼ିଥିବା ଉକ୍ତ ବାଉଁଶ, ଲାଇଟ୍‌ ଆଦିକୁ ହଟାଇଥିଲେ। ଏଥିରେ କମିଟିର ସଦସ୍ୟମାନେ ମଧ୍ୟ ସହଯୋଗ କରିଥିଲେ। ଏହାପରେ ରାସ୍ତାରେ ଚଳାଚଳ ସ୍ବାଭାବିକ ହୋଇଥିଲା। ତେବେ ତୋରଣଟି ପଡ଼ିବା ସମୟରେ ଏହା ନିକଟରେ କୌଣସି ଲୋକ ନ ଥିବାରୁ ଏକ ବଡ଼ ବିପଦ ଟଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri