ମାଣ୍ଡିପଙ୍କାରେ ଜିଲାପାଳ, ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଦେଲେ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ସୋମବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେ ପୂର୍ବାହ୍ନ ୧୧ଟାରେ ମାଣ୍ଡିପଙ୍କାରେ ପହଞ୍ଚିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସିର ଲହରି ଦେଖାଯାଇଛି। ସେ ମୃତକ ଓ ଗୁରୁତରଙ୍କ ପରିବାର ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି। ସମସ୍ତଙ୍କୁ ଚାଉଳ ଦିଆଯାଇଛି। ଏବେ କୌଣସି ଚାଉଳକୁ ନେଇ ସମସ୍ୟା ନ ଥିବା ଲୋକ ତାଙ୍କୁ ଜଣାଇଥିଲେ। ସେହିପରି ଲୋକଙ୍କୁ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାର୍ଯ୍ୟ ଯୋଗାଇ ଦିଆଯିବାକୁ ବିଡିଓ ପ୍ରୀତିରଞ୍ଜନ ରଥ ଓ ଏପିଓ କେଦାର ଚନ୍ଦ୍ର ପଣ୍ଡାଙ୍କ ନିର୍ଦ୍ଦେଶ ଦେବା ସହ ମାଣ୍ଡିପଙ୍କା ବିଦ୍ୟାଳୟ, ଅଙ୍ଗନଓ୍ବାଡ଼ି କେନ୍ଦ୍ର, ରାସ୍ତା ଆଦିର କାର୍ଯ୍ୟ କରାଯିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ଜିଲାପାଳ ସରାମୁଳି ପଞ୍ଚାୟତର ପଙ୍ଗାମାହା ସ୍କୁଲ ପରିଦର୍ଶନ ସହ ନାଗେଟି ଗ୍ରାମର କେନାଲ କାର୍ଯ୍ୟ ସମେତ ବିଭିନ୍ନ ପ୍ରକଳ୍ପକୁ ସେ ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ଏହି ଗସ୍ତ ସମୟରେ ବିଡିଓ ପ୍ରୀତିରଞ୍ଜନ ରଥ, ଏପିଓ କେଦାର ଚନ୍ଦ୍ର ପଣ୍ଡାଙ୍କ ସମେତ ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Dilip Ghosh: ୬୦ ବର୍ଷ ବୟସରେ ବିବାହ କରିବେ ଭାଜପା ନେତା, ଧରିବେ ଦଳୀୟ ସହଯୋଗୀଙ୍କ ହାତ

କୋଲକାତା,୧୮।୪: ପଶ୍ଚିମବଙ୍ଗର ପୂର୍ବତନ ଭାଜପା ସଭାପତି ଦିଲୀପ ଘୋଷ ୬୦ବର୍ଷ ବୟସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ତାଙ୍କର ଭାଜପା ସହଯୋଗୀ ରିଙ୍କୁ...

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ...

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ...

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ...

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ...

ମାଲେସିଆ ବୁଲିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର,୧୮।୪: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍‌ ସ୍ଲିପ୍‌...

‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image