ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l

ମିଳିଥିବା ସୂଚନା ମୁତାବକ, ଅଜିତ ମୋହନାରୁ କାମ ସାରି ଏକ ବାଇକ୍‌ ଯୋଗେ ଗାଁକୁ ଫେରୁଥିଲେ। କର୍ଚ୍ଚାବାଡ଼ି ନିକଟରେ ସାମ୍ନା ପଟୁ ଆସୁଥିବା ଏକ ପିକଅପ୍‌ ଭ୍ୟାନ୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଜିତଙ୍କ ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ୩୨୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ପହଞ୍ଚିଲା ଶ୍ରୀକ୍ଷେତ୍ରର ୩ ରଥ ଚକ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): ଶ୍ରୀକ୍ଷେତ୍ର ପୁରୀରୁ ତିନୋଟି ରଥର ତିନୋଟି ଚକ ଶନିବାର ସାରେ ଭବାନୀପାଟଣାରେ ପହଞ୍ଚିଛି`। ସହରର ପ୍ରବେଶ ଦ୍ୱାରରୁ ବଳଭଦ୍ରଙ୍କ ତାଳଧଜ, ଦେବୀ...

ଗାଁରେ ବୁଲୁଛି ଭାଲୁ: ଗ୍ରାମବାସୀ ଭୟଭୀତ

କୋକସରା,୨୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ଅଧୀନ ଆମପାଣି ଫରେଷ୍ଟ ସେକ୍ସନ ପାତ୍ରବସା ଗାଁରେ ଏକ...

ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ଉନ୍ନୟନ କମିଟି

କର୍ଲାମୁଣ୍ଡା,୨୯ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉନ୍ନୟନ କମିଟି ପକ୍ଷରୁ ଭୁବନେଶ୍ୱରଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।...

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା...

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’...

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି...

ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ

ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri