ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଆମେରିକୀୟ ହାସ୍ୟ ଅଭିନେତା ରିଚାର୍ଡ ଲୁଇସଙ୍କ ପରଲୋକ ଘଟିଛି। ୭୦ ଓ ୮୦ ଦଶକରେ ସେ ନିଜର ଚମତ୍କାର ଅଭିନୟ ସହିତ ସମଗ୍ର ବିଶ୍ୱକୁ ହସାଇଥିଲେ। ରିଚାର୍ଡ ଲୁଇସ ଲସ ଏଞ୍ଜେଲସରେ ଥିବା ତାଙ୍କ ଘରେ ୭୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଅଭିନେତା ରିଚାର୍ଡ ଲୁଇସଙ୍କ ମୁଖପାତ୍ର ଜେଫ ଆବ୍ରାହମ ଏହି ସୂଚନା ଦେଇଛନ୍ତି।
ଆବ୍ରହାମ କହିଛନ୍ତି, ହୃଦଘାତରେ ରିଚାର୍ଡଙ୍କର ମୃତ୍ୟୁ ଘଟିଛି। ରିଚାର୍ଡ ଷ୍ଟାଣ୍ଡ ଅପ କମେଡିଆନ୍‌ ଭାବରେ ସ୍ମରଣ କରାଯିବ। ସେ ୧୯୭୦ ଏବଂ ୧୯୮୦ ଦଶକରେ ତାଙ୍କ ହାସ୍ୟ ଶୈଳୀରେ ଲୋକଙ୍କ ମନୋରଞ୍ଜନ କରିଥିଲେ। ସେ ନ୍ୟୁୟର୍କର ନାଇଟ କ୍ଲବଗୁଡ଼ିକରେ ବେଶ୍‌ ପ୍ରସିଦ୍ଧ ଥିଲେ। ରିଚାର୍ଡ ରବିନ ହୁଡ: ମେନ ଇନ ଟାଇଟ୍ସ ଭଳି ହିଟ୍‌ ଚଳଚ୍ଚିତ୍ର କରିଛନ୍ତି। ଲୁଇସ ଗତ ବର୍ଷ ଘୋଷଣା କରିଥିଲେ ଯେ ,ତାଙ୍କୁ ପାର୍କିନ୍ସନ ରୋଗ ହୋଇଛି। ଅସୁସ୍ଥତା ହେତୁ ରିଚାର୍ଡ ୨୦୨୧ରେ ଷ୍ଟାଣ୍ଡ ଅପ କମେଡିରୁ ଅବସର ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର

ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ...

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image