ଆସୁଛି ବାଲିଯାତ୍ରା: ଚଳଚଞ୍ଚଳ କଟକ

କଟକ ଅଫିସ,୫।୧୧: ପାଖେଇ ଆସୁଛି ବାଲିଯାତ୍ରା। ଚଳଚଞ୍ଚଳ ହେଲାଣି କଟକ। ବାଲିଯାତ୍ରା ପଡ଼ିଆରେ ଗୋଟିଏ ପରେ ଗୋଟିଏ ଷ୍ଟଲ ଖୋଲା ଯାଉଛି। ଷ୍ଟଲ ନିର୍ମାଣରେ ଦିନରାତି ଲଗେଇ ଦେଇଛନ୍ତି କାରିଗର। ରାସ୍ତା କାମ ଶେଷ ପର୍ଯ୍ୟାୟରେ ଥିଲାବେଳେ ବିଦ୍ୟୁତ ବିଭାଗ ଦ୍ୱାରା ସମସ୍ତ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି।

Share