ଆର୍ମି ମେଜର, ବାନ୍ଧବୀଙ୍କୁ ପିଏସ୍‌ଓ ଯୋଗାଇଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ଭରତପୁର ଥାନାରେ ନିର୍ଯାତନାର ଶିକାର ହୋଇଥିବା ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କ ସୁରକ୍ଷାଙ୍କୁ ସୁରକ୍ଷା ଯୋଗାଇଛି କମିଶନରେଟ୍‌ ପୋଲିସ। ଉଭୟଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ) ନିୟୋଜିତ କରାଯାଇଛି। ମେଜରଙ୍କ ସୁରକ୍ଷା ଦାୟିତ୍ୱରେ ପିଏସ୍‌ଓ ରାଜେନ୍ଦ୍ର ନନ୍ଦନ ବେହେରା ଓ ବାନ୍ଧବୀଙ୍କ ସୁରକ୍ଷାରେ ନୂତନ ଏସ୍‌. ଏକ୍କା ରହିଛନ୍ତି। ଏନେଇ ଭୁବନେଶ୍ୱର ରିଜର୍ଭ ଅଫିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଭରତପୁର ଥାନା ନିର୍ଯାତନା ଘଟଣାର ବିଭାରଚ ବିଭାଗୀ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା...

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ...

ନକଲି ପେଟ୍ରୋଲ, ଡିଜେଲ ୮୦ ଟଙ୍କାରେ କିଣି ବିକୁଛନ୍ତି…

ଜଳେଶ୍ୱର, ୨୫।୯(ନବୀନ ସାହୁ)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆରେ ଅଞ୍ଚଳରେ ମିଳୁଛି ନକଲି ପେଟ୍ରୋଲ ଓ ଡିଜେଲ। ଯାହା ପଶ୍ଚିମବଙ୍ଗରୁ ଆସି ସୀମାନ୍ତବର୍ତ୍ତୀ ଅଞ୍ଚଳ ଚୂଡ଼ାମଣିପୁର...

ପାଣିକୁ ଖସିପଡ଼ିଲା ଟ୍ରକ୍‌ ଡାଲା, ଯିଏ ପାରିଲେ ଯେତେ ବୋହିନେଲେ ଫଳ

ଭଣ୍ଡାରିପୋଖରୀ,୨୪ା୯(ରାଜେନ୍ଦ୍ର ଶତପଥୀ): ଭଣ୍ଡାରିପୋଖରୀ ଥାନା ୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ମଙ୍ଗଳବାର ଏକ ଫଳ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଠାରେ ଥିବା ମହାନ୍ତି...

ଆଜିଠୁ ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ

ଭୁବନେଶ୍ୱର, ୨୫ା୯(ବନ୍ଦନା ସେଠୀ):ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ବୁଧବାର ଓ ଗୁରୁବାର ଜରୁରିକାଳୀନ ରୋଗୀ ସେବାରେ ବାଧା ନ...

ଏଥର ଡିଜେ, ମଦ, ପ୍ଲାଷ୍ଟିକ୍‌ ମୁକ୍ତ ଦୁର୍ଗାପୂଜା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷ ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ କମିଶନରେଟ୍‌ ପୋଲିସ ଅଣ୍ଟା ଭିଡିଛି। ଏନେଇ କମିଶନରେଟ୍‌ ପୋଲିସ ମୁଖ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ...

ପୂର୍ବ ସରକାରଙ୍କ ଯୋଜନାକୁ ଆଗେଇନେଲେ ପ୍ରଗତି ହେବ: ବିଜେଡି

ଭୁବନେଶ୍ୱର,୨୫।୯(ଅନିଲ ଦାସ):ନିକଟରେ ପ୍ରକାଶିତ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ରିପୋର୍ଟରେ ଦିଆଯାଇଛି ଯେ ଗତ ଦୁଇ ଦଶନ୍ଧିରେ ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri