ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଗଠନ ହେଲା ଗୃହ କମିଟି

ପୁରୀ ଅଫିସ,୩୧।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗୃହ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି ଗଠନ ହୋଇଛି । ଏହି କମିଟିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରତାପ ଜେନା, କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର, ଅତନୁ ସାବ୍ୟସାଚୀ ନାୟକ, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ସଦସ୍ୟ ରହିଛନ୍ତି।

Share